କୋଭିଡ଼ ଦ୍ଵିତୀୟ ଲହରିକୁ ପ୍ରତିହତ କରିବା ପାଇଁ ଜେଏସପିଏଲର ପ୍ରସ୍ତୁତି

ଅନୁଗୁଳ – ଅନୁଗୁଳ ଜିଲ୍ଲା ସ୍ଥିତ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ (ଜେଏସପିଏଲ)ର ୬ ମିଲିୟନ ଟନ କ୍ଷମତା ସଂପନ୍ନ ବୃହତ୍ତ ଇସ୍ପାତ କାରଖାନା ପକ୍ଷରୁ…

କୋଭିଡ଼-୧୯ ହସ୍ପିଟାଲ ଭିତରେ କୂଢ କୂଢ ବର୍ଜ୍ୟବସ୍ତୁ – ପରିଚାଳନା ଦାୟିତ୍ଵ ନେଇଥିବା ସଂସ୍ଥାର କାର୍ଯ୍ୟ ଦକ୍ଷତା ଉପରେ ପ୍ରଶ୍ନବାଚି

ଅନୁଗୁଳ – ସାରା ରାଜ୍ୟରେ ଏବେ କୋରନା ବିସ୍ଫୋରକ ରୂପ ନେଇଛି । ଏହି ପର୍ଯ୍ୟାୟରେ ଅନୁଗୁଳ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବଢି ଚାଲିଛି ।…

ଆବିର୍ଭାବ ହେଲେ ଅଗ୍ନିସ୍ଵରୂପା ମା ହିଙ୍ଗୁଳା

ଅନୁଗୁଳ – ତାଳଚେର ହିଙ୍ଗୁଳା ପୀଠରେ ପ୍ରସିଦ୍ଧ ଜନ୍ତାଳ ପର୍ବ ଅନୁଷ୍ଠିତ ହୋଇଛି । ଆଉ ଏହି ଜନ୍ତାଳ ପୂଜା ଅବସରରେ ଚଳିତ ବର୍ଷ ଅଧିଷ୍ଠାତ୍ରୀ, ଅଗ୍ନିରୁପା…

କାଙ୍ଗୁଲା ଦୁଷ୍କର୍ମ ଓ ହତ୍ୟା ମାମଲା – ଦୋଷୀ ସାବସ୍ତ୍ୟ ହେଲା ଅନାମ

ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ବହୁ ଚର୍ଚିତ କାଙ୍ଗୁଲା ସ୍କୁଲ ଛାତ୍ରୀଙ୍କୁ ଦୁଷ୍କର୍ମ ପରେ ପଥରରେ ଛେଚି ହତ୍ୟା ଘଟଣାର ଅଭିଯୁକ୍ତ ଅନାମ ଦୋଷୀ ସାବସ୍ତ୍ୟ ହୋଇଛି…

ହଷ୍ଟେଲ ଫି ଆଦାୟକୁ ବିରୋଧ – ରାସ୍ତାରେ ବସିଲେ ଛାତ୍ରୀ

ଅନୁଗୁଳ – ଅନୁଗୁଳ ସରକାରୀ ମହାବିଦ୍ୟାଳୟର ହଷ୍ଟେଲ ଫି‘କୁ ନେଇ କଲେଜ ଛାତ୍ରୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ହଷ୍ଟେଲ କର୍ତ୍ତୃପକ୍ଷଙ୍କ ଅଗ୍ରୀମ ଫି ଆଦାୟକୁ ବିରୋଧ କରି…

କୋଭିଡ କଟକଣାରେ ମା’ବାୟାଣୀ ପୂଜା

ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଳକ ପାତ୍ରପଡା ଗ୍ରାମର ମା’ବାୟଣୀ ଠାକୁରାଣୀଙ୍କ ବାର୍ଷିକ ପୂଜା ବୁଧବାର ଗ୍ରାମବାସୀଙ୍କ ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି । କରୋନା ସଂକ୍ରମଣ…

ମାଉଜର ଦେଖାଇ ବଟି ଆଦାୟ – ନାବାଳକ ସହ ୩ ଜଣକୁ କାବୁ କଲା ପୁଲିସ

କଣିହାଁ – ଅନୁଗୁଳ ଜିଲ୍ଲା କଣିହାଁ ଏନ୍‌ଟିପିସି ପାଉଁଶ ପୋଖରୀରେ ନିୟୋଜିତ ଏକ ଠିକାସଂସ୍ଥାର ସୁପରଭାଇଜର୍‌ଙ୍କୁ ମାଉଜର୍‌ ଓ ଭୁଜାଲି ଦେଖାଇ ୧୦ ହଜାର ଟଙ୍କା ବଟି…

ଚିନ୍ତା ବଢାଇଲାଣି କରୋନାର ଦ୍ଵିତୀୟ ଲହର – ଜିଲ୍ଲାରେ ବଢି ଚାଲିଛି ସଂକ୍ରମଣ

ଅନୁଗୁଳ – ଶିଲ୍ପନଗରୀ ଅନୁଗୁଳ ଜିଲ୍ଲାରେ ବଢି ଛାଲିଛି କରୋନା ସଂକ୍ରମଣ । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବଢି ବଢି ଚାଲିଛି । ପୁଲିସ…

ଭକ୍ତ ବିନା ପୂଜା ପାଇବେ ମା’ ଅଗ୍ନିସ୍ଵରୂପା ହିଙ୍ଗୁଳା

ତାଳଚେର – ଚଳିତ ବର୍ଷ ମା ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ବିନା ଭକ୍ତରେ ଅନୁଷ୍ଠିତ ହେବ । କୋଭିଡର ଭୟାବହତାକୁ ଦୃଷ୍ଟିରେ ରଖି ମନ୍ଦିର ପରିଚାଳନା କମିଟି…

ସ୍କୁଲ ଜମି ଜବରଦଖଲ ପ୍ରତିବାଦ – ୬ ଘଣ୍ଟା ଧରି ରାସ୍ତା ଅବରୋଧ

ଛେଣ୍ଡିପଦା – ସ୍କୁଲ ଜମି ଜବରଦଖଲ ପ୍ରତିବାଦରେ ଅନୁଗୁଳ-ଛେଣ୍ଡିପଦା ୬୩ ନଂମ୍ବର ରାଜ୍ୟ ରାଜପଥକୁ ଆଜି କୋଶଳା ଶିମିଳିସାହିର ଲୋକ ଅବରୋଧ କରିଥିଲେ । ଫଳରେ ଏହି…

ବୁଲେଟ କିଣିବାକୁ ଯାଇ ଠକାମିର ଶିକାର – ୩ ସାଇବର ଠକଙ୍କୁ ଗିରଫ କଲା ପୁଲିସ

ତାଳଚେର – ବୁଲେଟ ମୋଟରସାଇକେଲ ଅଳ୍ପ ଦରରେ କିଣିବାକୁ ଯାଇ ଠକାମିରେ ଶିକାର ହୋଇଥିଲେ ଜଣେ ଯୁବକ । ଆଉ ଥାନାରେ ଏ ନେଇ ଅଭିଯୋଗ ପରେ…

ବଡ ଧରଣର ନକଲି କାଗଜପତ୍ର ରାକେଟ ପର୍ଦାଫାସ – ଡି.ଏଲ. , ପ୍ୟାନ କାର୍ଡ , ଆଧାର କାର୍ଡ ଜବତ

ତାଳଚେର – ଅନୁଗୁଳ ଜିଲ୍ଲାରେ ସକ୍ରିୟ ହୋଇ ଉଠିଥିବା ଏକ ନକଲି ଜରୁରୀ କାଗଜପତ୍ର ରାକେଟର ପର୍ଦାଫାସ କରିଛି ପୁଲିସ । ନକଲି ଡ୍ରାଇଭିଙ୍ଗ ଲାଇସେନସ ,…

ଏୟାରଫୋର୍ସ କର୍ମଚାରୀ ନାମରେ ବଧୁହତ୍ୟା ଅଭିଯୋଗ

ଅନୁଗୁଳ – ଅନୁଗୁଳ ଜିଲ୍ଲା ତାଳଚେର ଅଞ୍ଚଳରୁ ହିନ୍ଦୋଳ ଅଞ୍ଚଳରେ ବିବାହ କରିଥିବା ଜଣେ ଝିଅର ସନ୍ଦେହଜନକ ମୃତ୍ୟୁ ହୋଇଛି । ପଞ୍ଜାବରେ ସ୍ଵାମୀଙ୍କ ସହ ରହୁଥିବା…

ଓଡିଶା ସାଇନିଂ ଆଇକନ ସିଜିନ-୩ରେ ଚମକିଲେ ଜିଲ୍ଲାର ୫ ପ୍ରତିଯୋଗୀ

ଅନୁଗୁଳ – ଓଡିଶା ସାଇନିଂ ଆଇକନ ସିଜିନ-୩, ୨୦୨୧ ରେ ନିଜର ଫ୍ୟାସନର ଯାଦୁ ଦେଖାଇଛନ୍ତି ଅନୁଗୁଳ ଜିଲ୍ଲାର ପ୍ରତିଯୋଗି । ରାଉରକେଲା ଠାରେ ଆୟୋଜିତ ପ୍ରତିଯୋଗିତାରେ…