ବିଭିନ୍ନ ସମସ୍ୟାର ସମାଧାନ ଦାବୀ ରେ ରାଜସ୍ବ କମିଶନରଙ୍କୁ ଦାବୀପତ୍ର

ଅନୁଗୁଳ – ଅନୁଗୁଳ ଜିଲ୍ଲାର ବିଭିନ୍ନ ସମସ୍ୟାର ସମାଧାନ ଦାବୀରେ ଅନୁଗୁଳ ଜିଲ୍ଲା ସଚେତନ ନାଗରିକ ପକ୍ଷରୁ ଅନୁଗୁଳ ଗସ୍ତରେ ଥିବା ରାଜସ୍ବ କମିଶନର ଅନିଲ୍ ସାମଲଙ୍କୁ…

୧୨ତମ ଆରପିଡିଏସି ବୈଠକ – ନିଷ୍ପତ୍ତି କାର୍ଯ୍ୟକାରୀ କରିବାରେ ବିଳମ୍ବ ଯୋଗୁଁ ରାଜସ୍ବ କମିଶନର ଅସନ୍ତୋଷ

ଅନୁଗୁଳ – ଅନୁଗୁଳ ଜିଲ୍ଲା ତାଳଚେର ଏମସିଏଲର ବିଭିନ୍ନ କୋଇଲା ଖଣି ପାଇଁ ମଙ୍ଗଳବାର ଥଇଥାନ ଓ ପାରିପାର୍ଶ୍ବକ ଉନ୍ନୟନ ପରାମର୍ଶଦାତା କମିଟି(ଆରପିଡିଏସି) ବୈଠକ ଅନୁଷ୍ଠିତ ହୋଇଯାଇଛି…

କ୍ଷତିଗ୍ରସ୍ତଙ୍କ ନିଯୁକ୍ତି ଦାବିରେ ଅନଶନରେ ବସିଲେ ବିଧାୟକ

କଣିହାଁ – ଅନୁଗୁଳ ଜିଲ୍ଲା କଣିହାଁ ଏନଟିପିସି ପ୍ଲାଣ୍ଟ ଦ୍ୱାରା କ୍ଷତିଗ୍ରସ୍ତ ତଥା ଏସ.ଏ.ପି ଲିଷ୍ଟରେ ସାମିଲ ଥିବା ଯୁବକ ଯୁବତୀମାନଙ୍କୁ ନିଯୁକ୍ତି ଦାବିରେ ଆଜି ସକାଳୁ…

ବ୍ରେଡ୍‌ରେ ଲେଖାହେଉନି ଏକ୍ସପାୟରି ତାରିଖ – ଲାଭ ଲୋଭର ଖେଳରେ ଗ୍ରାହକ

ଅର୍ଥ ଦେଇ ଅଖାଦ୍ୟ ଖାଇବାକୁ ପଡୁଛି ଲାଭକଥା ଚିନ୍ତା କରୁଛନ୍ତି ପ୍ରସ୍ତୁତକାରୀ ସଂସ୍ଥା          ଅନୁଗୁଳ – ଜିଲାର ବିଭିନ୍ନ ହୋଟେଲ, ଚା…

ରାସ୍ତା ଗିଳୁଛି ମୁଣ୍ଡ – ବର୍ଷେ ଭିତରେ ୨୫% ଦୁର୍ଘଟଣା ବୃଦ୍ଧି

ଅନୁଗୁଳ – ବେପରୁଆ ଗାଡ଼ି ଚାଳନା ଏବଂ ସୁରକ୍ଷାକୁ ଅଣଦେଖା ଯୋଗୁ ରାଜ୍ୟରେ ସଡ଼କ ଦୁର୍ଘଟଣା ବଢ଼ିବାରେ ଲାଗିଛି । ପ୍ରତି ବର୍ଷ ଦୁର୍ଘଟଣାରେ ପ୍ରାଣ ହରାଉଥିବା…

ତୈଳଦର ବୃଦ୍ଧି ବିରୁଦ୍ଧରେ ଏସ୍‌.ୟୁ.ସି.ଆଇ(କମ୍ୟୁନିଷ୍ଟ) ପକ୍ଷରୁ ବିକ୍ଷୋଭ

ଅନୁଗୁଳ – ପେଟ୍ରୋଲ, ଡିଜେଲ, ରନ୍ଧନଗ୍ୟାସ୍ ଓ ନିତ୍ୟବ୍ୟବହାର୍ଯ୍ୟ ଜନିଷର ଆକାଶଛୁଆଁ ମୂଲ୍ୟବୃଦ୍ଧି ବିରୁଦ୍ଧରେ ଏସ୍‌.ୟୁ.ସି.ଆଇ(କମ୍ୟୁନିଷ୍ଟ) ପକ୍ଷରୁ ଡାକରା ଦିଆଯାଇଥିବା ସାରା ଓଡିଶା ପ୍ରତିବାଦ ଦିବସ ଉପଲକ୍ଷେ…

ତୈଳ ଦର ବୃଦ୍ଧି ପ୍ରତିବାଦ – କଂଗ୍ରେସର ଅଭିନବ ବିକ୍ଷୋଭ

ଅନୁଗୁଳ – ଅନୁଗୁଳ ଜିଲ୍ଲା କଂଗ୍ରେସ ତୈଳ ଦର ବୃଦ୍ଧି ପ୍ରତିବାଦରେ ଅଭିନବ ବିକ୍ଷୋଭ କରିଛି । ଜିଲ୍ଲା କଂଗ୍ରେସ ପକ୍ଷରୁ ଶଗଡ଼ ଗାଡ଼ି ଓ ସାଇକେଲ…

ବ୍ଲାକ ଡାଇମଣ୍ଡ ମ୍ୟୁଜିୟମ ତାଳଚେରରେ ହେବା ପାଇଁ ଦାବି

ତାଳଚେର – କଳାହୀରାର ସହର ତାଳଚେରରେ ବହୁ ପ୍ରତିକ୍ଷୀତ ବ୍ଲାକ ଡାଇମଣ୍ଡ ମ୍ୟୁଜିୟମ ସ୍ଥାପନ ହୋଇ ପାରି ନ ଥିବାରୁ ତାଳଚେର ବାସୀ ଉଦବେଗ ପ୍ରକାଶ କରିଛନ୍ତି…

ଜବରଦଖଲ ଉଚ୍ଛେଦ – ବ୍ୟବସାୟୀ ମହଲରେ ଅସନ୍ତୋଷ

ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ପୌରପାଳିକାର ମୁଖ୍ୟ ବଜାର ତଥା ହାଟତୋଟା ଅଞ୍ଚଳର ରହିଥିବା ବଜାରର ମୁଖ୍ୟ ରାସ୍ତା ଏବେ ଦୋକାନୀ ମାନଙ୍କ ଜବରଦଖଲରେ ବହୁଦିନ…

ଏନଏସିକୁ ଅମଙ୍ଗ – ଜିଲ୍ଲାପାଳଙ୍କୁ ଗ୍ରାମବାସୀ ଜଣାଇଲେ ଦାବି

ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦାକୁ ଏନଏସି କରିବା ପାଇଁ ଯେଉଁ ପଦକ୍ଷେପ ଗ୍ରହଣ କରା ଯାଉଥିଲା ସେଥିରେ ବ୍ରେକ ଲାଗିଛି । ସ୍ଥାନୀୟ ଲୋକଙ୍କ ଅମଙ୍ଗ…

ରାସ୍ତା ନଥିବାରୁ ଖଟିଆରେ ବୁହା ହେଲେ ରୋଗୀ

ପାଲଲହଡା – ଅନୁଗୁଳ ଜିଲ୍ଲା  ପାଲଲହଡ଼ା ଉପଖଣ୍ଡ ସଦରମହକୁମା ଠାରୁ ମାତ୍ର ୪ କିମି ଦୂର ଏକ ଗାଁ କୁ ରାସ୍ତା ନଥିବାରୁ ଦେଢ କିଲୋମିଟର ରୋଗୀଙ୍କୁ…

କରୋନା ଟିକା ପାଇଁ ଭରଚୁଆଲ ମାଧ୍ୟମରେ ଖୋଲା ମତ କାର୍ଯ୍ୟକ୍ରମ

ଅନୁଗୁଳ – ଅନୁଗୁଳ ଜିଲ୍ଲାରେ କରୋନା ବୋଲ ମାନୁନି । ଜିଲ୍ଲାରେ ଆକ୍ଟିଭ ଆକ୍ରାନ୍ତଙ୍କ ସଂଖ୍ୟା ୫୬୪୪ ରେ ପହଞ୍ଚିଥିବା ବେଳେ ଏଥିରେ ଆକ୍ରାନ୍ତ ହୋଇ ୧୧୯…

ସହରରେ ସଫେଇ ହେଉଛି କେମିତି ? – ଦେଖନ୍ତୁ ଭିଡିଓ

ଅନୁଗୁଳ – ଅନୁଗୁଳ ସହରର ପରିମଳ ସମସ୍ୟା ବର୍ଷ ବର୍ଷ ଧରି ଲାଗି ରହିଥିଲେ ମଧ୍ୟ ସୁଧୁରିବାରେ ନା ନେଊ ନାହିଁ । ବିଭିନ୍ନ ପ୍ରକାରର ଯୋଜନା…

You cannot copy content of this page