ମୁଖ୍ୟ ଖବର କୋର୍ଟ ପରିସର କଣ୍ଟେନମେଣ୍ଟ ଜୋନ Angul OnlineJanuary 16, 2022January 17, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା କୋର୍ଟ ପରିସରକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି । ଜିଲ୍ଲାରେ କରୋନା ସଂକ୍ରମଣ ଦୃତ ଗତିରେ ବଢୁଥିବା ବେଳେ ଅନୁଗୁଳ କୋର୍ଟରୁ ୧୨ ଜଣ ସଂକ୍ରମିତ ହୋଇଥିବା ଓକିଲ ସଂଘ ସଭାପତି ଦିଲୀପ ସାହୁ ପ୍ରକାଶ କରିଛନ୍ତି । ଏହି କାରଣରୁ ଜନସାଧାରଣଙ୍କ ନିରାପତ୍ତା ଦୃଷ୍ଟିରୁ ଜାନୁୟାରୀ ୧୭ ତାରିଖରୁ ୩୧ ତାରିଖ ସକାଳ ୫ ଟା ଯାଏ ଜିଲ୍ଲା କୋର୍ଟ ପରିସରକୁ କଣ୍ଟେନ୍ ମେଣ୍ଟ ଜୋନ୍ ଘୋଷିତ କରାଯାଇଛି । ଏ ନେଇ ଉପଜିଲ୍ଲାପାଳ ବାସୁଦେବ ଶତପଥି ଜିଲ୍ଲା ଜଜଙ୍କୁ ଚିଠି ଲେଖି ଜଣାଇଛନ୍ତି । Advertisement
ହାତୀ ଆକ୍ରମଣରେ ଜଣେ ମୃତ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବନାଞ୍ଚଳ ପାଟକୁମୁଣ୍ଡା ଗାଁ ମୁଣ୍ଡରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ହେଲେ ଟାଙ୍ଗିରୀ ଗାଁର…
ଯୁବକଙ୍କ ସନ୍ଦେହ ଜନକ ମୃତ୍ୟ -୫ ଅଟକ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ସାପୋଇନାଳି ସ୍ଥିତ ରାଜୀବଭବନରେ ଜଣେ ଡ୍ରାଇଭରଙ୍କ ସନ୍ଦେହ ଜନକ ମୃତ୍ୟ ହୋଇଛି । ମୃତ ଡ୍ରାଇଭର ଜଣକ ହେଲେ…
ଅନୁଗୁଳରୁ ଅମ୍ଳଜାନ ପରିବହନ କରିବ ଅକ୍ସିଜେନ୍ ଏକ୍ସପ୍ରେସ୍ ଅନୁଗୁଳ – ଭାରତୀୟ ରେଳ ଅକ୍ସିଜେନ୍ ଏକ୍ସପ୍ରେସକୁ ଗୁରୁତ୍ବ ଦେବା ସହ ଜୀବନ ରକ୍ଷାକାରୀ ଅମ୍ଳଜାନ ପରିବହନ ଜାରି ରଖିଛି । ଭାରତୀୟ ରେଳବାଇର ଅକ୍ସିଜେନ୍ ଏକ୍ସପ୍ରେସ…