ଆଞ୍ଚଳିକ ସ୍ୱାସ୍ଥ୍ୟ ମିଶନର ଜିଲ୍ଲା ବିତ୍ତ ପରିଚାଳକଙ୍କ ପରଲୋକ Angul OnlineDecember 12, 2024December 12, 2024 ଅନୁଗୁଳ – ଅନୁଗୁଳ ଜିଲ୍ଲା ସ୍ୱାସ୍ଥ୍ୟ ମିଶନର ଜିଲ୍ଲା ବିତ୍ତ ପରିଚାଳକ (DAM) ସପନ ପାତ୍ରଙ୍କ ଆଜି ସକାଳେ ପରଲୋକ ହୋଇ ଯାଇଛି । ସେ ଗତ କିଛି ମାସ ହେବ ଅସୁସ୍ଥ ଥିଲେ । ତାଙ୍କ ପୈତୃକ ଘର ବାଲେଶ୍ଵର ଜିଲ୍ଲାରେ ହୋଇଥିବା ବେଳେ ସେ ପ୍ରାୟ ୭/୮ ବର୍ଷ ହେବ ସେ ଅନୁଗୁଳ ସ୍ୱାସ୍ଥ୍ୟ ବିଭାଗରେ ଅର୍ଥ ପରିଚାଳକ ଥିଲେ ।ଜଣେ ମିଷ୍ଟଭାଷୀ, ମେଳାପୀ ଓ ଦକ୍ଷ କର୍ମଚାରୀ ଭାବେ ସେ ପରିଚିତ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୫୨ ବର୍ଷ ହୋଇଥିଲା । ତାଙ୍କ ବିୟୋଗରେ ଚିକିତ୍ସାଳୟ କର୍ମଚାରୀ ମହଲରେ ଶୋକର ଛାୟା ଖେଳି ଯାଇଛି । Advertisement
ସମର୍ପଣ ଏକାଡେ଼ମୀରେ ଶିଶୁ ଦିବସ-ସ୍ନେହ ଓ ମମତା ସହିତ ଶିଶୁଙ୍କୁ ଗଢିବା ଅନୁଗୁଳ – ଶିଶୁ ବିକାଶର ଚାବିକାଠି ହେଉଛି ଭାବ ପ୍ରବଣ ସୁରକ୍ଷା । ଯେତେବେଳେ ପିଲାଙ୍କୁ ସମ୍ମାନ ଦିଆଯାଏ ଏବଂ ସେମାନଙ୍କ ମତାମତକୁ ଗୁରୁତ୍ୱ ଦିଆଯାଏ, ସେମାନେ…
ନୂତନ ଜିଲ୍ଲା ଶିକ୍ଷାଧିକାରୀଙ୍କ ଯୋଗଦାନ ଅନୁଗୁଳ – ଅନୁଗୁଳ ଜିଲ୍ଲା ଶିକ୍ଷାଧିକାରୀ ଭାବେ ସୁସ୍ମିତା ସାହୁ ଯୋଗ ଦେଇଛନ୍ତି । ଆଜି ସକାଳ ୧୦.୩୦ ବେଳେ ସେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ…
ବିପ୍ଲବ ଜେନାଙ୍କୁ ସଭାପତି ଦାୟିତ୍ଵ ଅନୁଗୁଳ – ୧୭.୦୩.୨୦୨୫ ତାରିଖରେ ନାଲକୋ ଠିକାଦାର ସଂଘ ର ସାଧାରଣ ବୈଠକ ସଂଘ କାର୍ଯ୍ୟାଳୟ ରେ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ସଂଘର କାର୍ଯକର୍ତ୍ତା…