ମୁଖ୍ୟ ଖବର ଦନ୍ତା ହାତୀ ମୃତ Angul OnlineMarch 8, 2022March 8, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ପୁରୁଣାଗଡ ରେଞ୍ଜ ମାଧପୁର ଗାଁ ବିଲ ନିକଟରୁ ଦନ୍ତା ହାତୀର ମୃତଦେହ ଠାବ ହୋଇଛି । ମୃତ ହାତୀର ବୟସ ପ୍ରାୟ ୧୨ ରୁ ୧୫ ବର୍ଷ ହେବ । ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ପ୍ରାଥମିକ ତଦନ୍ତ ବେଳେ ବିଦ୍ୟୁତ ଆଘାତରେ ହାତୀ ମୃତ୍ୟୁ ହୋଇଥିବା ଜଣା ପଡ଼ିଛି । ଜନ୍ତୁ ଶିକାର ପାଇଁ କିମ୍ବା ଫସଲ ସୁରକ୍ଷା ବିଛା ଯାଇଥିଲା ପାଇଁ ବିଦ୍ୟୁତ ତାରରେ ଲାଗି ହାତୀର ମୃତ୍ୟୁ ହୋଇଛି ବୋଲି ସନ୍ଦେହ କରା ଯାଉଛି । Advertisement
ତାଳଚେର ବଦନାମ – ବହୁ ବିଭ୍ରାଟ ଭିତରେ ହେଲା ଲଡୁ ନିଲାମ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେରର ଗଣପର୍ବ ପ୍ରଭୁ ଶ୍ରୀ ଗଜାନନଙ୍କ ପୂଜା ୨୭ ତାରିଖ ଠାରୁ ଆରମ୍ଭ ହୋଇ ୭ ତାରିଖ ପର୍ଯ୍ୟନ୍ତ ଚାଲିବ ।…
ପଥର କୁଆଁରୀରେ ପ୍ରଶାସନର ଚଢ଼ାଉ – ୨୭୫ କେଜିରୁ ଅଧିକ ବିସ୍ଫୋରକ ଜବତ ଅନୁଗୁଳ – ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ୍ ରେଙ୍ଗାଳି ଥାନା ଖିଣ୍ଡା ଅଞ୍ଚଳରେ ଥିବା ପଥର କୁଆଁରୀରେ ପ୍ରଶାସନ ପକ୍ଷରୁ ବିଳମ୍ବିତ ରାତିରେ ଚଢ଼ାଉ କରାଯାଇଛି ।…
ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା କଲେ ସଂକ୍ରମିତ ବୃଦ୍ଧ ଅନୁଗୁଳ – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା କାଠପାଳ ଗାଁରେ ଜଣେ କରୋନା ଆକ୍ରାନ୍ତଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତକ ଜଣଙ୍କ ହେଲେ ସେହି…