ମୁଖ୍ୟ ଖବର ବଜ୍ରପାତରେ ଚାଷୀ ମୃତ Angul OnlineAugust 2, 2022August 2, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଗୋତମରା ଗାଁରେ ବଜ୍ରପାତରେ ଜଣେ ଯୁବ ଚାଷୀଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁସାରେ , ଗାଁର ସୁଧାକର ଭୋଳଙ୍କ ପୁଅ ମନୋଜ ଭୋଳ ବିଲରେ କାମ କରୁଥିବା ବେଳେ ବଜ୍ରପାତ ହୋଇଥିଲା । ଫଳରେ ସେ ଗୁରୁତର ଆହତ ହୋଇଥିଲେ । ତାଙ୍କୁ ତୁରନ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଏଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ପୁଲିସ ଏ ନେଇ ଏକ ଅପମୃତ୍ୟୁ ମାମଲା ରୁଜୁକରି ତଦନ୍ତ ଚଳାଇଛି । Advertisement
ଓଡ଼ିଆ ସାଇନ୍ ବୋର୍ଡ ନ ଥିବାରୁ ୫ଟି ଦୋକାନକୁ କାରଣ ଦର୍ଶାଅ ନୋଟିସ୍ ଅନୁଗୁଳ – ଅନୁଗୁଳ ଜିଲ୍ଲା, ପୌରପାଳିକା ଅଞ୍ଚଳରେ ଯାଞ୍ଚ ବେଳେ ଓଡ଼ିଆ ସାଇନ୍ ବୋର୍ଡ ପ୍ରଦର୍ଶିତ ନ ହୋଇଥିବାରୁ ୫ଟି ଦୋକାନକୁ କାରଣ ଦର୍ଶାଅ ନୋଟିସ୍ ଜାରି…
ଗୋଟିଏ ଜୀବନ ଉଦୟ ପାଇଁ ଆସି ଦୁର୍ଘଟଣାରେ ଜୀବନ ହାରିଲେ ଆଶା ଅନୁଗୁଳ – ଗୋଟିଏ ଶିଶୁକୁ ସୁସ୍ଥ ଜୀବନ ଦେବା ପାଇଁ ଆସି ଜୀବନ ଚାଲିଗଲା ଆଶକର୍ମୀଙ୍କର । ଗର୍ଭବତୀ ମହିଳାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରି ଫେରୁଥିବା ବେଳେ…
ଦୁର୍ଘଟଣାରେ ଅବକାରୀ ବିଭାଗ ସବ୍-ଇନ୍ସପେକ୍ଟରଙ୍କ ମୃତ୍ୟୁ ତାଳଚେର – ଅନୁଗୋଳ ଜିଲ୍ଲା ତାଳଚେର ବିରବରପଲ୍ଲିଠାରେ ଏକ ସଡକ ଦୁର୍ଘଟଣାରେ ଅବକାରୀ ବିଭାଗର ଜଣେ କର୍ମଚାରୀ ପ୍ରାଣ ହରାଇଛନ୍ତି । ମୃତ କର୍ମଚାରୀଙ୍କ ନାମ ମଧୁସୂଦନ…