ଅପରାଧ ଜ୍ଵାଇଁ ଘର ନିକଟରୁ ଶଶୁରଙ୍କ ଝୁଲନ୍ତା ଶବ ଉଦ୍ଧାର Angul OnlineJanuary 10, 2021January 10, 2021 ନାଲକୋନଗର – ଅନୁଗୁଳ ଜିଲ୍ଲା ନାଲକୋନଗର ଶିତଲା ହଟିଙ୍ଗ ଅଞ୍ଚଳର ଏକ ଗଛରେ ଜଣେ ବୃଦ୍ଧଙ୍କର ଝୁଲନ୍ତା ମୃତ ଦେହ ଦେଖିବାକୁ ମିଳିଥିଲା । ମୃତକ ଜଣଙ୍କ ହେଲେ ଢେଙ୍କାନାଳ ଜିଲ୍ଲା ଅନ୍ତର୍ଗତ ଗାଁଦିଆ ଅଞ୍ଚଳର ପୀତବାସ ପ୍ରଧାନ(୬୦) । ଝୁଲୁଥିବା ମୃତ ଦେଖି ସ୍ଥାନୀୟ ଲୋକ ପୋଲିସକୁ ସୂଚନା ଦେବା ପରେ ନାଲକୋ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିଥିଲା । ପୀତବାସ , ଗତ ୫ଦିନ ତଳେ ନିଜ ଝିଅ ଜ୍ଵାଇଁ ରହୁଥିବା ଶିତଲା ହଟିଙ୍ଗ ଘରକୁ ଆସି ରହୁଥିବା ଝିଅ ଜ୍ଵାଇଁ ସୂଚନା ଦେଇଛନ୍ତି । ପାରିବାରିକ କଳହ ପାଇଁ ସେ ନିଜ ଗାମୁଛାରେ ଆତ୍ମହତ୍ୟା କରିଥିବା ପୋଲିସ ପ୍ରକାଶ କରିଛି । ପୋଲିସ ଏକ ଅପମୃତୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି । Advertisement
ଡାକ୍ତରଙ୍କ ପୁଅକୁ ଡାକ୍ତରୀ ପଢାଇବା କହି କୋଟିଏ ଟଙ୍କାର ଠକେଇ ଅନୁଗୁଳ – ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ବରିଷ୍ଠ ସ୍ତ୍ରୀ ରୋଗ ଓ ପ୍ରସୂତି ବିଶେଷଜ୍ଞ ଡାକ୍ତର ଗୌରୀଶଙ୍କର ବଳ ପୁଅକୁ ମେଡିକାଲ କଲେଜରେ ପାଠ ପଢ଼ାଇ…
ନାବାଳିକା ଭଉଣୀକୁ ଦୁଷ୍କର୍ମ କଲା ଭାଇ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଅଞ୍ଚଳରେ ପୁଣି ଲଜ୍ୟା । ଗତ ଅଗଷ୍ଟ ମାସରେ ଜଣେ ଆଦିବାସୀ ମହିଳା ଗଣଦୁଷ୍କର୍ମର ଶିକାର ହୋଇଥିବା ବେଳେ ଗତ…
ସୁଶାନ୍ତକୁ ଏନକାଉଣ୍ଟର କାହିଁକି କଲା ପୁଲିସ ଅନୁଗୁଳ – ଅନୁଗୁଳ ଜିଲ୍ଲା ତାଳଚେର ପୁଲିସର ଏନକାଉଣ୍ଟର । ଏନକାଉଣ୍ଟରରେ ଦୁର୍ଦାନ୍ତ ଅପରାଧୀ ସୁଶାନ୍ତ ନାୟକ @ ଝାମୁ ଗୁରୁତର ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ…