ଅପରାଧ ଶ୍ରମ ବିଭାଗର ଚଢ଼ାଉ – ୪ ଶିଶୁ ଶ୍ରମିକ ଉଦ୍ଧାର Angul OnlineSeptember 1, 2021September 1, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପଛପାଖ ଗେଟରେ ଥିବା ବିଭିନ୍ନ ଚାହା ଦୋକାନରେ ଶ୍ରମ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି । ଶିଶୁ ଶ୍ରମିକ ରଖି କାମ କରାଉଥିବା ଅଭିଯୋଗରେ ଏହି ଚଢାଉ କରାଯାଇଥିବା ବେଳେ ଚଢ଼ାଉରେ ଅନୁଗୁଳ ଶ୍ରମ ବିଭାଗର ଅଧିକାରୀ ଓ ପୋଲିସ ସାମିଲ ଥିଲେ । ଚଢ଼ାଉରେ ଚାରିଜଣ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ଜଣେ ଅଣଓଡ଼ିଆ ଚାହା ଦୋକାନି ଶିଶୁ ଶ୍ରମିକ ମାନଙ୍କ କାର୍ଯ୍ୟରେ ଲଗାଉ ଥିଲା ।ଏନେଇ ପୂର୍ବରୁ ଅଭିଯୋଗ ହୋଇ ଆସୁଥିବା ବେଳେ ଆଜି ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି ।ସଂପୃକ୍ତ ଦୋକାନି ଠାରୁ ବିଭାଗ ପକ୍ଷରୁ ଫାଇନ ମଧ୍ୟ ଆଦାୟ କରାଯାଇଛି । Advertisement
ବ୍ୟବସାୟୀଙ୍କଠାରୁ ୭ ଲକ୍ଷ ଲୁଟିନେଲେ ସାଇବର ଲୁଟେରା ଅନୁଗୁଳ – ଅନୁଗୁଳ ଜିଲ୍ଲା ଏଫ ସି ଆଇ ନିଉ ମାର୍କେଟର ଜଣେ ବ୍ୟବସାୟୀଙ୍କ ଠାରୁ ଥର ଥର କରି ୭ ଲକ୍ଷ ୧୨ ହଜାର ଟଙ୍କା…
ଚାକିରୀ ପାଇଁ ଦେଇଥିବା ଟଙ୍କା ମାଗିବାରୁ ଯୁବକଙ୍କୁ ପଥରରେ ଛେଚି ହତ୍ୟା ଛେଣ୍ଡିପଦା – ଟଙ୍କା ଦେଲେ ଚାକିରୀ କାରାଇ ଦେବାକୁ କହି ଘରୁ ଡାକି ଆଣିଲେ । ଚାକିରୀ କରାଇ ଦେବେ କଣ , ବଂର ଟଙ୍କା ନେଇ…
ନିଖୋଜ ଯୁବକଙ୍କ ମୃତ ଦେହ ଗାଡ଼ିଆରୁ ଉଦ୍ଧାର – ହତ୍ୟା ନା ଦୁର୍ଘଟଣା !! ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ନିଶା ଶିଳ୍ପାଞ୍ଚଳ ଥାନା କାଳିଆକଟା ଗାଁ ନିକଟରୁ ଗୁରୁବାର ଜଣେ ନିଖୋଜ ଯୁବକଙ୍କ ମୃତ ଦେହ ପୁଲିସ ଉଦ୍ଧାର କରିଛି ।…