ଆଞ୍ଚଳିକବାଣିଜ୍ୟ ଜିନ୍ଦଲ ପାୱାରକୁ ଗାରେ ପାଲମା 4/1 ଖଣି ପାଇଁ ସଫଳ ବିଡର ଭାବରେ କୋଇଲା ମନ୍ତ୍ରଣାଳୟର ଘୋଷଣା Angul OnlineJanuary 3, 2021January 3, 2021 ରାୟପୁର/ଭୁବନେଶ୍ୱର – ଶିଳ୍ପପତି ଶ୍ରୀ ନବୀନ ଜିନ୍ଦଲଙ୍କ ନେତୃତ୍ୱାଧୀନ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ (ଜେଏସପିଏଲ)ର ସହାୟକ କମ୍ପାନୀ ଜିନ୍ଦଲ ପାୱାର ଲିମିଟେଡ (ଜେପିଏଲ)କୁ କୋଇଲା ମନ୍ତ୍ରଣାଳୟ ଦ୍ୱାରା ଗାରେ ପାଲମା 4/1 କୋଇଲା ଖଣି ପାଇଁ ସଫଳ ବିଡର ଘୋଷଣା କରାଯାଇଛି । ନିର୍ଧାରିତ ରିପ୍ରେଜେଣ୍ଟେଟିଭ ମୂଲ୍ୟ 25 ପ୍ରତିଶତରେ ଜିନ୍ଦଲ ପାୱାର ଲି ପାଲମା 4/1 କୋଇଲା ଖଣି ନିଲାମ ଜିତିଛି । ସଫଳ ବିଡର ବୋଲି ଘୋଷଣା କରିଥିବାରୁ କୋଇଲା ମନ୍ତ୍ରଣାଳୟକୁ ଏକ ପ୍ରେସ ବିବୃତ୍ତିରେ ଜେଏସପିଏଲ ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଭି ଆର ଶର୍ମା କହିଛନ୍ତି ଧନ୍ୟବାଦ ଦେଇଛନ୍ତି । Advertisement
ଧର୍ମପରାୟଣ ମହିଳାଙ୍କ ପରଲୋକ ଅନୁଗୁଳ – ଅନୁଗୁଳର ପୂର୍ବତନ ଓକିଲ ସଙ୍ଘ ସଭାପତି ଭୁପେଶ ପ୍ରଧାନଙ୍କ ମା ମଞ୍ଜୁରାଣୀ ପ୍ରଧାନଙ୍କର ଗୁରୁବାର ସନ୍ଧ୍ୟାରେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କ…
ଗୋରୁ ଚାଲାଣ ବେଳେ ପୋଲିସର ଚଢ଼ାଉ – ୧୦୦ ରୁ ଊର୍ଦ୍ଧ୍ଵ ଗୋରୁଗାଇ ଜବତ ଛେଣ୍ତିପଦା – ଅନୁଗୋଳ ଜିଲ୍ଲା ଛେଣ୍ତିପଦା ଥାନା ଅନ୍ତର୍ଗତ ଟାଙ୍ଗିରୀ ଗ୍ରାମ ଦେଇ ଗୋରୁ ଚାଲାଣ ବେଳେ ପୋଲିସ ଚଢ଼ାଉ କରି ୧୦୮ ଟି ଗୋରୁଙ୍କୁ ଉଦ୍ଧାର …
ଜେଏସପିଏଲ ଫାଉଣ୍ଡେସନ ପକ୍ଷରୁ ‘ପ୍ରୋଜେକ୍ଟ ଉତ୍କର୍ଷ’ ଆରମ୍ଭ ଭୁବନେଶ୍ବର – ଗୁରୁ ଦିବସ ଅବସରରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ ଫାଉଣ୍ଡେସନ ପକ୍ଷରୁ ଆରମ୍ଭ ହୋଇଛି ‘ପ୍ରୋଜେକ୍ଟ ଉତ୍କର୍ଷ’ । ସିଭିଲ ସର୍ଭିସ କୋଚିଂ…