ମୁଖ୍ୟ ଖବର ଆମ୍ବୁଲାନ୍ସ ଧକ୍କାରେ ଜଣେ ମୃତ Angul OnlineDecember 31, 2023December 31, 2023 ଅନୁଗୁଳ – ଅନୁଗୁଳ ଜିଲ୍ଲା ପୁରୁଣାକୋଟ ଥାନା ଅଞ୍ଚଳରେ ଆମ୍ବୁଲାନ୍ସ ଧକ୍କାରେ ଜଣେ ମୋଟରସାଇକେଲ ଆରୋହୀଙ୍କ ମୃତ୍ଯୁ ହୋଇଛି । ମୃତକ ଜଣଙ୍କ ହେଲେ ଗୁରୁଧି ଗ୍ରାମର ସୁଧୀର ପଳେଇଙ୍କ ପୁଅ ପ୍ରକାଶ ପଳେଇ । ସୂଚନା ଆନୁସାରେ , ଆଜି ଅପରାହ୍ନରେ ଗୁରୁଧି ଗ୍ରାମର ପ୍ରକାଶ ପଳେଇ ମୋଟରସାଇକେଲ ଯୋଗେ ବାଲିଜେରେଙ୍ଗ ଅଞ୍ଚଳରୁ ଫେରୁଥିବା ବେଳେ ବାଟପନ୍ଥୀଲିମ୍ବ ଠାରେ ତାଙ୍କର ଏକ ଜନନୀ ସୁରକ୍ଷା ଗାଡି ସହ ଧକ୍କା ହୋଇଥିଲା । ସ୍ଥାନୀୟ ଲୋକ ତାଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ତେବେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା । Advertisement
ଅମାନିଆଙ୍କ ଠାରୁ ଆଦାୟ ହେଲାଣି ୭୬ ଲକ୍ଷ ଟଙ୍କା ଅନୁଗୁଳ – ଅନୁଗୁଳ ଜିଲ୍ଲାରେ କରୋନା ଦ୍ରୁତ ଗତିରେ କାୟା ବିସ୍ତାର କରୁଥିବା ବେଲେ ଏହି ଦ୍ରୁତ ଗତିରେ ବ୍ରେକ୍ ଲଗାଇବା ପାଇଁ ଲକଡାଉନ୍ ଓ ସପ୍ତାହନ୍ତ…
ବାରହା ଫାଶରେ ପଡି ହାତୀ ମୃତ ଅନୁଗୁଳ – ଅନୁଗୁଳ ଜିଲ୍ଲାର ସାତକୋଶିଆରେ ଏକ ଦନ୍ତା ହାତୀର ମୃତ୍ୟୁ ହୋଇଛି । ପମ୍ପାସର ରେଞ୍ଜ ଜଗନ୍ନାଥପୁର ଅଞ୍ଚଳରେ ଏହି ଘଟଣା ଘଟିଥିବା ବେଳେ ବିଦ୍ୟୁତ…
ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ – ତଦନ୍ତ ନିର୍ଦେଶ ଦେଲେ ଅଧ୍ୟକ୍ଷ ଅନୁଗୁଳ – ଜଣେ ଯୁକ୍ତ ଦୁଇ ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ । କେବଳ ପ୍ରେମ ନିବେଦନ ଯେ ତା ନୁହେଁ , ଫୋନ୍ରେ ଅନେକ ଆପତ୍ତିଜନକ…