ମୁଖ୍ୟ ଖବର ଟ୍ରକ ପଛରେ ବାଡେଇ ହୋଇ ଜଣେ ମୃତ ୨ ଆହତ Angul OnlineAugust 13, 2022August 13, 2022 ପାଲଲହଡା – ଅନୁଗୁଳ ଜିଲ୍ଲା ପାଲଲହଡା ଥାନା ଅନ୍ତର୍ଗତ ୪୯ ନଂ ଜାତୀୟ ରାଜପଥ କାଉଁଶୀରିପାଲି ଛକ ନିକଟରେ ଆଜି(ଶନିବାର) ସନ୍ଧ୍ୟା ପ୍ରାୟ ୭ ଟା ସମୟରେ ଭାରସାମ୍ୟ ହରାଇ ଟ୍ରକ ପଛରେ ଏକ ମୋଟରସାଇକେଲ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ , ଅନ୍ୟ ଦୁଇଜଣ ଆହତ ହୋଇଛନ୍ତି । ଆହତ ମାନଙ୍କୁ ପାଲଲହଡା ଉପଖଣ୍ଡ ଚିକିତ୍ସାଳୟ ଭର୍ତି କରାଯାଇଅଛି । ମୃତ ଯୁବକ ଜଣଙ୍କ ସ୍ଥାନୀୟ ବଧମୁଣ୍ଡା ଗ୍ରାମର ୧୯ ବର୍ଷୀୟ ହାପି ମହାନ୍ତ ବୋଲି ଜଣା ପଡିଛି I ଘଟଣାସ୍ଥଳରେ ପାଲଲହଡା ପୁଲିସ ପହଞ୍ଚି ତଦନ୍ତ କରିଛି । Advertisement
ଭିଜିଲାନ୍ସ ପଞ୍ଝାରେ ଡାକ୍ତର ବାବୁ ଅନୁଗୁଳ – ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଯାଇଛନ୍ତି କଣିହାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡିକାଲ ଅଫିସର ସୁମନ୍ତ କୁମାର ପଟେଲ । ସ୍ବାସ୍ଥ୍ୟ ଅଧିକାରୀ ମାନଙ୍କ ଇନସେଟିଭ…
କୋଇଲା ବୋଝେଇ ଟ୍ରକରେ ନିଆଁ (ଭିଡିଓ) ଅନୁଗୁଳ – କୋଇଲା ବୋଝେଇ ଟ୍ରକ ରେ ନିଆଁ । ଅଳ୍ପକେ ଏକ ବଡ ଧରଣର ଅଘଟଣରୁ ମିଳିଲା ରକ୍ଷା । ସୂଚନା ଅନୁସାରେ OR 19…
ନିଜ ଦେହରେ ପେଟ୍ରୋଲ ଢାଳି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ପୋଡାପଡା ଗ୍ରାମରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ପାରିବାରିକ କଳହକୁ ନେଇ ପୋଡାପଡା ଗ୍ରାମର ବାପୁଜୀ ସାହୁ…