ମୁଖ୍ୟ ଖବର ହାତୀ ଆକ୍ରମଣରେ ଜଣେ ମୃତ Angul OnlineApril 19, 2023April 19, 2023 ଅନୁଗୋଳ – ଅନୁଗୋଳ ଜିଲ୍ଲାରେ ହାତୀ ଆକ୍ରମଣରେ ପୁଣି ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ଅଣଓଡ଼ିଆ ହୋଇଥିବା ବେଳେ ମାନସିକ ବିକାରଗ୍ରସ୍ତ ଥିଲେ ବୋଲି ଜଣା ପଡ଼ିଛି । ସୂଚନା ଅନୁସାରେ ସମ୍ପୃକ୍ତ ବ୍ୟକ୍ତି ଜଣଙ୍କ ଅନୁଗୋଳ ଜିଲ୍ଲା ପୁରୁଣାକୋଟ ଗ୍ରାମ୍ୟ ଜଙ୍ଗଲ ନିକଟରେ ବୁଲୁଥିବା ବେଳେ ହାତୀ ଆକ୍ରମଣ କରିଥିଲା । ସେ ଗୁରୁତର ଅବସ୍ଥାରେ ସେଠାରେ ପଡି ରହିଥିବା ଦେଖି ସ୍ଥାନୀୟ ଲୋକ ତାଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା । Advertisement
ଆକ୍ସନ ମୁଡରେ ପ୍ରଶାସନ – ପ୍ରତିଷ୍ଠିତ ବ୍ୟବସାୟିକ ଅନୁଷ୍ଠାନରୁ ଜୋରିମାନା ଆଦାୟ ଅନୁଗୁଳ – ଆକ୍ସନ ମୁଡରେ ଅନୁଗୁଳ ଉପଖଣ୍ଡ ଜିଲ୍ଲା ପ୍ରଶାସନ । ଉପ-ଜିଲ୍ଲାପାଳ ବୈତୁରା ଦୀପଙ୍କ ନେତୃତ୍ୱରେ ଗଠନ ହୋଇଥିବା ଜିଲ୍ଲା ମଲଟି ଡିସିପ୍ଲିନାରୀ ଟିମ ଲଗାତାର…
ଦୂର୍ଘଟଣାରେ ଦୁଇ ମୃତ ଅନୁଗୁଳ – ଢେଙ୍କାନାଳ ଜିଲ୍ଲା କଣ୍ଟାବଣିଆ ଥାନା ଅନ୍ତର୍ଗତ କମଳାଙ୍ଗ ଗ୍ରାମ୍ୟ ରାସ୍ତାରେ ଟ୍ରକ ଧକ୍କାରେ ଦୁଇଜଣ ମୋଟରସାଇକେଲ ଆରୋହୀଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଛି ।…
ସେଲଫି ନେବା ବେଳେ ବୁଡିଗଲା ଡଙ୍ଗା – ଆସିଷ୍ଟାଣ୍ଡ ଲୋକୋ ପାଇଲଟ ମୃତ ଅନୁଗୁଳ – ସେଲ୍ଫି ନେବା ହୋଇଛି କାଳ । ୪ ଯୁବକ ଜଳ ଭଣ୍ଡାର ଭିତରକୁ ଡଙ୍ଗା ନେଇ ଫଟୋ ଉଠାଇବାକୁ ଯାଇଥିବା ବେଳେ ଡଙ୍ଗା ବୁଡି…