ଆଞ୍ଚଳିକ ଖୁଣ୍ଟରେ ପିଟି ହୋଇ ଜଣେ ମୃତ Angul OnlineAugust 17, 2021August 17, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ବଲାସିଙ୍ଗା ବାଲିସାହି ଛକ ଠାରେ ଖୁଣ୍ଟରେ ପିଟି ହୋଇ ଜଣେ ମୋଟରସାଇକେଲ ଚାଳକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣକ ତଳଗଡ଼ ଗ୍ରାମର କବିର ସାହୁ ବୋଲି ଜଣାପଡ଼ିଛି । ସୂଚନା ଅନୁସାରେ ଅନୁଗୁଳ ପଟରୁ ବନ୍ତଳା ଆଡକୁ ଯାଉଥିବା ବେଳେ ବଲାସିଙ୍ଗା ବାଲିସାହି ଛକ ଠାରେ ଭାରସାମ୍ୟ ହରାଇ ତାଙ୍କ ମୋଟରସାଇକେଲଟି ଖୁଣ୍ଟରେ ପିଟି ହୋଇ ଯାଇଥିଲା l ଘଟଣା ସ୍ଥଳରେ ହିଁ କବିର ସାହୁଙ୍କର ମୃତ୍ୟୁ ହୋଇଥିଲା । ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି । Advertisement
କଳାକାରର ପ୍ରତିଷ୍ଠାତା ଶରତ କୁମାର ମାଝୀଙ୍କ ଅକାଳ ବିୟୋଗ ଅନୁଗୁଳ – ଅନୁଗୁଳର ସେବା ସାଂସ୍କୃତିକ ଅନୁଷ୍ଠାନ କଳାକାରର ପ୍ରତିଷ୍ଠାତା ଶରତ କୁମାର ମାଝୀଙ୍କର ରବିବାର ଦିନ ୬୦ ବର୍ଷ ବୟସରେ ଚିକିସାଧନ ଅବସ୍ଥାରେ ଦେହାନ୍ତ ହୋଇଯାଇଛି।…
ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନରେ ଖୁସି ମନାଇଲେ କର୍ମୀ ଅନୁଗୁଳ – ଭାରତ ବର୍ଷର ଅପ୍ରତିଦ୍ବନ୍ଦି ନେତା ତଥା ଦେଶର ସର୍ବଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ପ୍ରିୟ ନବୀନ ପଟ୍ଟନାୟକଙ୍କ ୭୫ତମ ଜନ୍ମଦିନ ଆଜି ଅନୁଗୁଳର ବିଭିନ୍ନ ସ୍ଥାନରେ ପାଳନ…
ଆମ୍ବ ବୋଝେଈ ପିକଅପ ଭ୍ଯାନ ଦୁର୍ଘଟଣା – ଜଣେ ମୃତ ଅନୁଗୋଳ – ଅନୁଗୋଳ ଜିଲ୍ଲା ଦେଇ ଯାଇଥିବା ଜାତୀୟ ରାଜପଥ ୫୫ର ବଡକେରା ଛକ ନିକଟରେ ବିଳମ୍ବିତ ରାତିରେ ଏକ ଟ୍ରଲରକୁ ଆମ୍ବ ବୋଝେଇ ପିକଅପ ଧକ୍କା…