ମୁଖ୍ୟ ଖବର ଜଣାଶୁଣା ଡାକ୍ତର ଲକ୍ଷ୍ମୀଧର ସାହୁଙ୍କ ପରଲୋକ Angul OnlineDecember 9, 2022December 9, 2022 ଅନୁଗୁଳ – ଅନୁଗୁଳର ଜଣାଶୁଣା ଡ଼ଃ ଲଷ୍ମୀ ଧର ସାହୁ ଙ୍କ ପରଲୋକ ହୋଇଛି । ଆଜି ସନ୍ଧ୍ୟା ସମୟରେ ହୃଦଘାତରେ ତାଙ୍କର ନିଧନ ହୋଇଯାଇଛି । ସେ ଜଣେ ଜଣା ଶୁଣା ସର୍ଜରୀ ବିଶେଷଜ୍ଞ ଭାବେ ଦୀର୍ଘ ବର୍ଷ ଧରି ଜିଲ୍ଲାରେ ବେଶ ସୁନାମ ଅର୍ଜନ କରିଥିଲେ । ଅନୁଗୁଳ ମୁଖ୍ୟଚିକିତ୍ସାଳୟରେ କାର୍ଯ୍ୟ କରିବା ସହ ଜେଲ ବିଭାଗରେ କିଛି ବର୍ଷ ଡାକ୍ତର ଭାବେ ସେବା ଦେଇଥିଲେ । କଟକ ସହର ରାଣୀହାଟର ମୂଳ ବାସିନ୍ଦା ଡ଼ଃ ସାହୁଙ୍କ ପିତା ମଧ୍ୟ ଜଣେ ସୁନାମ ଧନ୍ୟ ଡାକ୍ତର ଥିଲେ । ଜଣେ ଅତ୍ୟନ୍ତ ମେଳାପୀ, ଓ ଉତ୍ତମ ବ୍ୟବହାର ପାଇଁ ଡ଼ଃ ଲଷ୍ମୀଧର ସହରରେ ବେଶ ପରିଚିତ ଥିଲେ ।ତାଙ୍କ ବିୟୋଗରେ ସ୍ୱାସ୍ଥ୍ୟ ବିଭାଗ କର୍ମଚାରୀ ମଧ୍ୟରେ ଶୋକର ଛାୟା ଖେଳିଯାଇଛି । Advertisement
ଭାଲୁ ଆକ୍ରମଣରେ ଚାଷୀ ମୃତ ଅନୁଗୁଳ – ଅନୁଗୁଳ ଜିଲ୍ଲା ସମଲ ବ୍ୟାରେଜ ଥାନା ଇଲାକା ବୁଲାଝର ଗ୍ରାମରେ ଭାଲୁ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି । ମୃତ ଚାଷୀ ହେଲେ…
ଦୁର୍ଗାବିହାର ଅଂଚଳରୁ ସେକ୍ସ ରାକେଟ ଠାବ ଅନୁଗୋଳ – ଅନୁଗୋଳ ସହର ଉପକଣ୍ଠ ଦୁର୍ଗାବିହାର ଅଂଚଳରୁ ସେକ୍ସ ରାକେଟ ଠାବ କରିଛି ଅନୁଗୋଳ ପୁଲିସ । ଅନେକ ଦିନ ହେଲା ଏକ ଭଡା ଘରେ…
ପ୍ରେମରେ ଅନ୍ଧ ହୋଇ ବାପା-ମାକୁ ହାଣିଲା ପୁଅ ଅନୁଗୁଳ – ପ୍ରେମ ସଂପର୍କକୁ ବିରୋଧ କରିବା ଆଉ ଏଥିରୁ ନିବୃତ ରହିବାକୁ କହିବାରୁ ବାପା ଓ ମାଙ୍କୁ ହାଣିଦେଲା । ଟାଙ୍ଗିଆରେ ଆକ୍ରମଣ କରିବା ଫଳରେ…