ଅପରାଧମୁଖ୍ୟ ଖବର ପରିତ୍ୟକ୍ତ କୂଅରୁ ନବଜାତକର ମୃତଦେହ ଉଦ୍ଧାର Angul OnlineJanuary 27, 2021January 27, 2021 ପାଲଲହଡା – ଅନୁଗୁଳ ଜିଲ୍ଲା ପାଲଲହଡା ବ୍ଲକ ପୁରୁଣାପାଣି ଗାଁର ଏକ ପରିତିକ୍ତ କୂଅରୁ ଏକ ନବଜାତକ ଶିଶୁର ମୃତଦେହ ଉଦ୍ଧାର କରା ଯାଇଛି । ସ୍କୁଲ ପଛ ପାଖରେ ଥିବା ବିଲ ମଝିରେ ଥିବା ଏକ କୁଆଡ଼େ ଶିଶୁର ମୃତଦେହ ଭାସୁଥିବା କିଛି ଛୋଟ ପିଲା ଦେଖିବାକୁ ପାଇଥିଲେ । ଗାଁ ଲୋକ ଏହା ଜାଣିବା ପରେ ପାଲଲହଡା ଥାନାକୁ ସୂଚନା ଦେଇଥିଲେ । ପାଲଲହଡା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଶିଶୁକୁ କୂଅରୁ ଉଦ୍ଧାର କରି ତଦନ୍ତ କରୁଛି । Advertisement
କାରରୁ ଗଞ୍ଜେଇ ଜବତ – ୩ ଗିରଫ ଛେଣ୍ତିପଦା – ବୌଦ୍ଧ ଜିଲ୍ଲାରୁ ଅନୁଗୁଳ ଜିଲ୍ଲା ଦେଇ ଚୋରା ଗଞ୍ଜେଇ ଚାଲାଣ ବେଳେ କାର ସହ ବିପୁଳ ପରିମାଣର ଗଞ୍ଜେଇ ଧରିବାକୁ ସଫଳ ହୋଇଛି ଛେଣ୍ତିପଦା…
ନିଜ ଦେହରେ କିରୋସିନ ଢାଳି ଅନ୍ତଃସତ୍ଵା ମହିଳାଙ୍କ ଆତ୍ମହତ୍ୟା ପାଲଲହଡା – ଅନୁଗୁଳ ଜିଲ୍ଲା ପାଲଲହଡ଼ା ଥାନା ଅନ୍ତର୍ଗତ ଜମରଡିହ ଗାଁ ରେ ବୁଧବାର ନିଜ ଦେହ ରେ କିରୋସିନ ଢାଳି ଅନ୍ତଃସତ୍ଵା ମହିଳା ଆତ୍ମହତ୍ୟା କରିଥିବା…
ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ କାରାଦଣ୍ଡ ଅନୁଗୁଳ – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅଞ୍ଚଳରେ ଗତ ୪ ବର୍ଷ ତଳେ ଜଣେ ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କରିବା ଅଭିଯୋଗ ମାମଲାର ରାୟ…