ଅପରାଧମୁଖ୍ୟ ଖବର ପରିତ୍ୟକ୍ତ କୂଅରୁ ନବଜାତକର ମୃତଦେହ ଉଦ୍ଧାର Angul OnlineJanuary 27, 2021January 27, 2021 ପାଲଲହଡା – ଅନୁଗୁଳ ଜିଲ୍ଲା ପାଲଲହଡା ବ୍ଲକ ପୁରୁଣାପାଣି ଗାଁର ଏକ ପରିତିକ୍ତ କୂଅରୁ ଏକ ନବଜାତକ ଶିଶୁର ମୃତଦେହ ଉଦ୍ଧାର କରା ଯାଇଛି । ସ୍କୁଲ ପଛ ପାଖରେ ଥିବା ବିଲ ମଝିରେ ଥିବା ଏକ କୁଆଡ଼େ ଶିଶୁର ମୃତଦେହ ଭାସୁଥିବା କିଛି ଛୋଟ ପିଲା ଦେଖିବାକୁ ପାଇଥିଲେ । ଗାଁ ଲୋକ ଏହା ଜାଣିବା ପରେ ପାଲଲହଡା ଥାନାକୁ ସୂଚନା ଦେଇଥିଲେ । ପାଲଲହଡା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଶିଶୁକୁ କୂଅରୁ ଉଦ୍ଧାର କରି ତଦନ୍ତ କରୁଛି । Advertisement
ବିଦ୍ୟାଳୟ କୋଠରୀ ଭିତରୁ ୩ଜଣ ସନ୍ଦିଗ୍ଧ ଯୁବକଙ୍କୁ ଅଟକ ରଖି ପୁଲିସର ଜିମା ଦେଲେ ଲୋକେ ଛେଣ୍ଡିପଦା – ଅନୁଗୋଳ ଜିଲ୍ଲା ଜରପଡା ଥାନା ଅନ୍ତର୍ଗତ କୁଶକିଳା ପଂଚାୟତ ପାଖରେ ଥିବା ପରିତ୍ୟକ୍ତ ପ୍ରାଥମିକ ବିଦ୍ୟାଳୟ କୋଠରୀ ଭିତରୁ ପୁଲିସ ୩ଜଣ ସନ୍ଦିଗ୍ଧ ଯୁବକଙ୍କୁ…
ହତ୍ୟାକାରୀ ବାପ-ପୁଅଙ୍କୁ ଆଜୀବନ କାରାଦଣ୍ଡ ଅନୁଗୁଳ – ହତ୍ୟାକାରୀ ବାପ ପୁଅ ଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ମାନ୍ୟବର ଅତିରିକ୍ତ ସେସନ ଜଜ ତଥା ସ୍ୱତନ୍ତ୍ର ଜଜ ଭିଜିଲାନ୍ସ । ସୂଚନା…
ପୁଅର ମୁଥ ମାଡରେ ମା’ର ମୃତ୍ୟୁ ଅନୁଗୁଳ – ଅନୁଗୁଳ ଜିଲ୍ଲା ନିଶା ଶିଳ୍ପାଞ୍ଚଳ ଥାନା ନିଶା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି । ସାମାନ୍ୟ କିଛି ଟଙ୍କା ପାଇଁ ନିଜ ଜନ୍ମ…