ଅପରାଧ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର Angul OnlineSeptember 16, 2021September 16, 2021 ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ସମଲ ଥାନା ସିପୁର ଗ୍ରାମ ହାଇସ୍କୁଲ ଖେଳପଡ଼ିଆ ନିକଟରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ହେଲେ ବିରୁ ଗ୍ରାମର ଦୁଃଖବନ୍ଧୁ ପ୍ରଧାନଙ୍କ ପୁଅ ନବୀନ ପ୍ରଧାନ । ସୂଚନା ମୁତାବକ ଆଜି ସକାଳେ ସ୍ଥାନୀୟ ଲୋକ ଜଣେ ଯୁବକର ମୃତଦେହ ଝୁଲୁଥିବା ଦେଖି ପୁଲିସକୁ ଖବର ଦେଇଥିଲେ । ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଅଧିକ ତଦନ୍ତ ଜାରି ରଖିଛି । ତେବେ ଏହା ହତ୍ୟା ନା ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇ ନଥିବା ବେଳେ ଅଧିକ ତଦନ୍ତ ପରେ ଜଣାପଡିବ ବୋଲି ପୁଲିସ ପକ୍ଷରୁ କୁହା ଯାଇଛି । Advertisement
ଗୁଳି କରି ୬ ଲକ୍ଷ ଟଙ୍କା ଲୁଟ ଅନୁଗୁଳ – ଅନୁଗୁଳ ଟାଉନ ଥାନା କୁରୁଡୁଲୁ ନିକଟରେ ଗୁଳିମାଡ ଓ ଭୁଜାଲିରେ ଆକ୍ରମଣ କରି ମଦ ଦୋକାନ କର୍ମଚାରୀଙ୍କ ଠାରୁ ଟଙ୍କା ଲୁଟ ହୋଇଥିବା ଅଭିଯୋଗ…
କେୱାଇସି ଅପଡେଟ୍ କରିବା ନାଁରେ ୧ ଲକ୍ଷ ୭୪ ହଜାର ଟଙ୍କା ଲୁଟ ଅନୁଗୁଳ – ବ୍ୟାଙ୍କ୍ ଖାତାର କେୱାଇସି ଅପଡେଟ୍ କରିବା ନାଁରେ ୧ ଲକ୍ଷ ୭୪ ହଜାର ଟଙ୍କା ଲୁଟି ନେଇଛନ୍ତି ସାଇବର ଠକ । ଅନୁଗୁଳ ସହର…
ନକଲି ତେଲ କାରଖାନା ଠାବ – ୪ ଜଣଙ୍କୁ ଅଟକ ରଖିବା ସହ ସିଲ ହେଲା ଫ୍ୟାକ୍ଟ୍ରି ଅନୁଗୁଳ – ଅନୁଗୁଳ ଜିଲ୍ଲା ସଦର ମହକୁମାର ଅତି ନିକଟରେ ଏକ ନକଲି ପାମୋଲିନ ତେଲ କାରଖାନା ଠାବ କରାଯାଇଛି । ଆଜି ଅନୁଗୁଳ ପୋଲିସର ସ୍ପେସିଆଲ…