ବାଣିଜ୍ୟ ପାର୍ବତୀ ହିରୋ ତରଫରୁ ରିହାତି ସହ ସ୍କ୍ରାଚ ଏଣ୍ଡ ୱିନ ଅଫର Angul OnlineOctober 3, 2024October 3, 2024 ଅନୁଗୁଳ – ପାର୍ବତୀ ହିରୋ ଅନୁଗୁଳ ତରଫରୁ ଶାରଦୀୟ ଦୁର୍ଗାପୂଜା ଓ ନବରାତ୍ର ଉପଲକ୍ଷେ ବିଭିନ୍ନ ଅଫର ଘୋଷଣା ହୋଇଛି । ପାର୍ବତୀ ମୋଟର୍ସ ସତ୍ଵାଧିକାରୀ ଅଶୋକ ମାଣ୍ଡୋଠିଆ ଏ ଅବସରରେ ଉପସ୍ଥିତ ରହି ପାର୍ବତୀ ହିରୋର ୨୫ ବର୍ଷ ପୂରଣ ଅବସରରେ ସମସ୍ତ ହିରୋ ଗାଡି ଉପରେ ୧୦୦୦ ଟଙ୍କା ଅଧିକ ରିହାତି ମିଳିବ ବୋଲି ଘୋଷଣା ହୋଇଛି । କମ୍ପାନୀ ତରଫରୁ ଗ୍ଲାମର ଗାଡି ଉପରେ ୫୦୦୦ଟଙ୍କା ପର୍ଯ୍ୟନ୍ତ ରିହାତି , ଏଚ ଏଫ ଡିଲକ୍ସ ଉପରେ ୨୫୦୦ଟଙ୍କା ରିହାତି ,ପ୍ଲେଜର ସ୍କୁଟର ଉପରେ ୨୫୦୦ଟଙ୍କା ପର୍ଯ୍ୟନ୍ତ ସ୍ପେଣ୍ଡର ,ପ୍ୟାସନ, ଡେଷ୍ଟିନି ଏହି ସବୁ ଗାଡି ଉପରେ ୧୦୦୦ଟଙ୍କା ତଥା ସ୍କ୍ରାଚ କାର୍ଡ ମାଧ୍ୟମରେ ନିଶ୍ଚିତ ଉପହାର ରହିଛି । ଏହି ଅଫର ଅକ୍ଟୋବର ୧୨ ତାରିଖ ପର୍ଯ୍ୟନ୍ତ ରହିବ । Advertisement
ଟେକ୍ସାସ୍ ୟୁନିଭରସିଟି (ଡଲାସ୍) ଦ୍ବାରା ନବୀନ ଜିନ୍ଦଲଙ୍କୁ ଲାଇଫ୍ ଟାଇମ୍ ଆଚିଭମେଣ୍ଟ ଆୱାର୍ଡ ପ୍ରଦାନ ନୂଆଦିଲ୍ଲୀ – ଶିଳ୍ପ , ରାଜନୀତି ଏବଂ ଶିକ୍ଷା କ୍ଷେତ୍ରରେ ସଫଳତା ପାଇଁ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଚେୟାରମ୍ୟାନ୍ ଶ୍ରୀ ନବୀନ ଜିନ୍ଦଲଙ୍କୁ ଟେକ୍ସାସ ୟୁନିଭରସିଟି…
ନାଲକୋ ଘରୋଇକରଣ ପ୍ରସଙ୍ଗ – ଲୋକସଭାରେ ସାଂସଦଙ୍କ ପ୍ରଶ୍ନ ଅନୁଗୁଳ – କେନ୍ଦ୍ର ସରକାର ନାଲକୋର ଘରୋଇକରଣ କରିବାକୁ ଯୋଜନା କରୁଥିବା ବେଳେ ବିଭିନ୍ନ ଶ୍ରମିକ ସଂଗଠନ ତଥା ଅଞ୍ଚଳବାସୀ ଏହାକୁ ବିରୋଧ କରୁଛନ୍ତି । ନାଲକୋ…
ଟ୍ରକ ମାଲିକ ସଂଘ ନିର୍ବାଚନ – ସଭାପତି ଭାବେ ଅମ୍ବିକା ଓ ଅକ୍ଷୟ ସାଧାରଣ ସମ୍ପାଦକ ଭାବେ ନିର୍ବାଚିତ ଅନୁଗୁଳ- ଅନୁଗୁଳ ଜିଲ୍ଲା ଟ୍ରକ ମାଲିକ ସଂଘର ନିର୍ବାଚନର ଫଳାଫଳ ଘୋଷଣା ହୋଇ ଯାଇଛି । ରବିବାର ଦିନ ଅନୁଗୁଳ ଜିଲ୍ଲା ଟ୍ରକ ମାଲିକ ସଂଘର କାର୍ଯ୍ୟାଳୟ…