ଅପରାଧ ବ୍ରାଉନସୁଗାର ଜବତ – ଦୁଇ ଯୁବକ ଗିରଫ Angul OnlineAugust 16, 2023August 16, 2023 ଅନୁଗୁଳ – ଅନୁଗୁଳ ଜିଲ୍ଲା ନାଲକୋନଗର ଥାନା ଇଲାକାରୁ ପୁଣି ବ୍ରାଉନସୁଗାର ଜବତ ହୋଇଛି । ନାଲକୋନଗର ଥାନା ପୁଲିସ ଆଜି କୁଲାଡ଼ ଗାଁରେ ଚଢାଉ କରି ୬.୨୪୦ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଦୁଇ ଜଣ ଯୁବକଙ୍କୁ ଗିରଫ କରିଛି । ଗିରଫ ଦୁଇ ଅଭିଯୁକ୍ତ ମାନେ ହେଲେ ମଙ୍ଗଳପୁର କଣ୍ଟାବଣିଆର ଚନ୍ଦନ ମହାପାତ୍ର ଓ ଅନୁଗୁଳ କନିଆବେଡା , ମଝିସାହିର ସୁଶୀଲ ସାହୁ ବୋଲି ଜଣା ପଡିଛି । ସୁଚନା ଅନୁସାରେ ଉଭୟ ମିଶି ଅନେକ ଦିନ ହେଲା ବ୍ରାଉନସୁଗାର ବେପାରରେ ଲିପ୍ତ ରହିଥିବା ବେଳେ ଆଜି ଗରାଖ ଅପେଖ୍ଯାରେ ଥିବା ବେଳେ ସେମାନଙ୍କୁ ନାଲକୋନଗର ଥାନା ପୁଲିସ ଗିରଫ କରିଥିଲା । Advertisement
ଲକ୍ଷାଧିକ ଟଙ୍କା ହଡପ କରି ବନ୍ଧା ହେଲେ ବ୍ୟାଙ୍କ ମ୍ୟାନେଜର ଅନୁଗୁଳ – ନିଜ ନାମରେ ଜାଲିଆତି କରି ବ୍ୟାଙ୍କରୁ ଟଙ୍କା ହଡପ ଅଭିଯୋଗରେ ପୂର୍ବତନ ବ୍ୟାଙ୍କ ମ୍ୟାନେଜର ଗିରଫ । ଗିରଫ ମ୍ୟାନେଜର ନବ କିଶୋର ଧାରୁଆଙ୍କୁ…
ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ଅନୁଗୁଳ – ଅନୁଗୁଳ ଜିଲ୍ଲା ଡେରେଜାଙ୍ଗ ଡ୍ୟାମ ନିକଟରୁ ଆଜି ବିଲମ୍ବିତ ରାତିରେ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ଜଣଙ୍କ…
ଘରେ ପଶି କଳାକନା ବୁଲାଇଲେ ଦୁର୍ବୃତ୍ତ ଅନୁଗୁଳ – ଅନୁଗୁଳ ସଦର ଥାନା ଅଞ୍ଚଳରେ ଘରେ କେହି ନଥିବା ବେଳେ ଚୋରୀ କରିଛନ୍ତି ଦୁର୍ବୃତ୍ତ । ଅନୁଗୁଳ ସଦର ଥାନାରେ ହୋଇଥିବା ଅଭିଯୋଗ ଅନୁଯାୟୀ…