ସମସ୍ୟା ଶିକ୍ଷକଙ୍କ ବଦଳି ବାତିଲ ଦାବିରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ Angul OnlineDecember 6, 2022December 6, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଲକ ସାନ୍ତରାପୁର ‘ଖ’ ପଞ୍ଚାୟତ ସାନ୍ତରାପୁର ନୂଆସାହି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଆଜି ରାସ୍ତା ଅବରୋଧ କରିଥିବା ଦେଖିବାକୁ ମିଳିଛି । ଶିକ୍ଷକଙ୍କ ବଦଳି ବାତିଲ ଦାବିରେ ଏହି ଛାତ୍ରଛାତ୍ରୀ ମାନେ ଆନ୍ଦୋଳନ କରିଛନ୍ତି । ସୂଚନା ଅନୁସାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରତାପ କୁମାର ନାଥଙ୍କ ଅନ୍ୟତ୍ର ବଦଳି ହୋଇ ଯାଇଛି । ଯାହାକୁ ଛାତ୍ରଛାତ୍ରୀ ଓ ଅଭିଭାବକ ଗ୍ରହଣ କରୁ ନାହାନ୍ତି । ଏଣୁ ପ୍ରଧାନ ଶିକ୍ଷକ ପ୍ରତାପଙ୍କ ବାତିଲ ଦାବିରେ ଛାତ୍ରଛାତ୍ରୀ ମାନେ ଆନ୍ଦୋଳନ କରିଥିବା ଜଣାପଡ଼ିଛି । ରାସ୍ତା ଅବରୋଧ ଯୋଗୁଁ ସାନ୍ତରାପୁର-ନୂଆସାହି ରାସ୍ତା ସମ୍ପୂର୍ଣ୍ଣ ବନ୍ଦ ରହିଥିଲା । Advertisement
ସୁରେଶ୍ୱରୀ ଜଳସେଚନ ପ୍ରକଳ୍ପ ନିର୍ମାଣ ପାଇଁ ମନ୍ତ୍ରୀଙ୍କୁ ଦାବିପତ୍ର କିଶୋରନଗର – ଅନୁଗୁଳ ଜିଲ୍ଲା କିଶୋରନଗର ବ୍ଲକରେ ସୁରେଶ୍ୱରୀ ଜଳସେଚନ ପ୍ରକଳ୍ପ ନିର୍ମାଣ ନିମନ୍ତେ ୧୭ ବର୍ଷ ତଳେ ସରକାର ଶୁଭ ଦେଇଥିଲେ । ଏପରି କି…
ଶିକ୍ଷକ ନିଯୁକ୍ତି ଦାବିରେ ଆନ୍ଦୋଳନ ଅନୁଗୁଳ – ଅନୁଗୁଳ ଜିଲ୍ଲା ବଡକେରଜାଙ୍ଗ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଆନ୍ଦୋଳନକୁ ଓଲ୍ହାଇଥିଲେ ଛାତ୍ରଛାତ୍ରୀ । ସ୍କୁଲ ଫାଟକରେ ତାଲା ପକାଇବା ସହ…
ଉଦଘାଟନ ହେବ ଅତ୍ୟାଧୁନିକ ବସ ଟର୍ମିନାଲ !! ଅନୁଗୁଳ – ବର୍ଷ ପରେ ବର୍ଷ ଗଡ଼ି ଚାଲିଛି । ହେଲେ ସରିବାର ନାଁ ନେଉନି ଅନୁଗୁଳରେ ବହୁ ପ୍ରତୀକ୍ଷିତ ଅତ୍ୟାଧୁନିକ ବସ୍ ଟର୍ମିନାଲ୍ କାର୍ଯ୍ୟ ।…