ମୁଖ୍ୟ ଖବର କାର୍ଯ୍ୟରେ ଅବହେଳା ନେଇ ଶିକ୍ଷକ ନିଲମ୍ବିତ Angul OnlineMay 7, 2022May 7, 2022 ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ଶିମିଳିପାଳ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ପରୀକ୍ଷା ଚାଲିଥିବା ବେଳେ କାର୍ଯ୍ୟରେ ଅବହେଳା ନେଇ ଜଣେ ଶିକ୍ଷକ ନିଲମ୍ବିତ ହୋଇଛନ୍ତି । ସୂଚନା ଅନୁସାରେ ଶିମିଳିପାଳ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ଦଶମ ପରୀକ୍ଷା ଚାଲିଥିଲା । ଏହି ପରୀକ୍ଷା ସମୟରେ ଅନୁଗୁଳ ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ ଅଜୟ କୁମାର ପାତ୍ର ପରିଦର୍ଶନରେ ଯାଇଥିଲେ । ସେହି ସମୟରେ ପରୀକ୍ଷା ପରିଚାଳନା ଦାୟିତ୍ବରେ ରହିଥିବା ଶିକ୍ଷକ ଟିକନ ଦେହୁରୀ ଅନୁପସ୍ଥିତ ରହିଥିଲେ । ଏ ନେଇ ଅତିରିକ୍ତ ଶିକ୍ଷଅଧିକାରୀଙ୍କ ରିପୋର୍ଟ ଅନୁଯାୟୀ ଶିକ୍ଷକ ଟିକନ ଦେହୁରୀ କାର୍ଯ୍ୟରେ ଅବହେଳା କରିଥିବା ନେଇ ନିଲମ୍ବିତ କରାଯାଇଛି । Advertisement
ହାତୀ ଆକ୍ରମଣରେ ଯୁବକ ମୃତ ଅନୁଗୁଳ – ଅନୁଗୁଳ ଜିଲ୍ଲା ଛେଣ୍ତିପଦା ବ୍ଲକ ପରା ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଯୁବକ ମୃତ । ମୃତକ ଜଣଙ୍କ ପରା ଗ୍ରାମର ସୋମନାଥ ସାହୁ…
ଜାତୀୟ ରାଜପଥର ଦୁରାବସ୍ଥା ପ୍ରତିବାଦରେ ବସ ଚଳାଚଳ ବନ୍ଦ କରିବା ସହ ବସରେ କଳା ପତାକା ଅନୁଗୁଳ – ଅନୁଗୁଳରୁ କଟକ ୫୫ ନମ୍ବର ଜାତୀୟ ରାଜପଥ ଦୀର୍ଘ ଦିନରୁ ଶୋଚନୀୟ ଅବସ୍ଥାରେ ଥିବାରୁ ଏହି ରାଜପଥର ମରାମତି ଦାବି କରିଛି ରାଜ୍ୟ ଘରୋଇ…
୮ ହଜାର ଟଙ୍କାରେ ଚାକିରୀ ଆରମ୍ଭ କରି କୋଟି କୋଟି ଟଙ୍କା ଲୁଟିନେଲେ ସୁବ୍ରତ ଅନୁଗୁଳ- ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କିରାଣି ସୁବ୍ରତ ବେହେରାଙ୍କ ଘର ଦେଖି ଭିଜିଲାନ୍ସ ଅଧିକାରୀ ତାଜୁବ । ମାତ୍ର ୮ ହଜାର ଟଙ୍କା ଦରମାରେ ଚାକିରି ଆରମ୍ଭ…