ମୁଖ୍ୟ ଖବର ବ୍ୟାଙ୍କରେ ଲାଗିଲା ନିଆଁ Angul OnlineMay 7, 2021May 7, 2021 ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେରସ୍ଥିତ ଆକ୍ସିସ ବ୍ୟାଙ୍କରେ ଆଜି ମଧ୍ୟାହ୍ନରେ ନିଆଁ ଲାଗିବା ଫଳରେ ଲକ୍ଷାଧିକ ଟଙ୍କା ମୂଲ୍ୟର କାଗଜପତ୍ର ଓ ଆସବାବପତ୍ର ପୋଡି ନଷ୍ଟ ହୋଇ ଯାଇଛି । ଅଗଙ୍କାନଦା ସମୟରେ ବ୍ୟାଙ୍କରେ ଗରାଖଙ୍କ ଗହଳି ଓ କର୍ମଚାରୀ ଥିବା ବେଳେ ସୌଭାଗ୍ୟ ବଶତଃ ଅଗ୍ନିକାଣ୍ଡରେ କାହାର କିଛି ହୋଇ ନଥିବା ଜଣା ପଡ଼ିଛି । ସଟ୍ ସର୍କିଟ ଯୋଗୁଁ ଏହି ନିଆଁ ଲାଗିଥିବା ସୂଚନା ମିଳିଛି । ଖବରପାଇ ତାଳଚେର ଅଗ୍ନିଶମ ବିଭାଗକୁ ତୁରନ୍ତ ଆସି ନିଆଁ କୁ ଆୟତ କରିଛନ୍ତି । Advertisement
ଆକ୍ସନ ମୁଡରେ ପ୍ରଶାସନ – ପ୍ରତିଷ୍ଠିତ ବ୍ୟବସାୟିକ ଅନୁଷ୍ଠାନରୁ ଜୋରିମାନା ଆଦାୟ ଅନୁଗୁଳ – ଆକ୍ସନ ମୁଡରେ ଅନୁଗୁଳ ଉପଖଣ୍ଡ ଜିଲ୍ଲା ପ୍ରଶାସନ । ଉପ-ଜିଲ୍ଲାପାଳ ବୈତୁରା ଦୀପଙ୍କ ନେତୃତ୍ୱରେ ଗଠନ ହୋଇଥିବା ଜିଲ୍ଲା ମଲଟି ଡିସିପ୍ଲିନାରୀ ଟିମ ଲଗାତାର…
ଦୁଇ ମୋଟରସାକେଲ ମୁହାଁମୁହିଁ ଧକ୍କା – ଜଣେ ମୃତ , ୩ ଗୁରୁତର ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା ଅନୁଗୁଳ-ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଥାନା ସାନ୍ତରାପୁର ଛକ ଠାରେ ଦୁଇ ମୋଟରସାଇକେଲ ମଧ୍ୟରେ ଧକ୍କା ହେବା…
ଭିଜିଲାନ୍ସ ପଞ୍ଝାରେ ଡି ଏଫ୍ ଓ – ବାବୁଙ୍କ ୧୧୫ ପ୍ଲଟ ଅନୁଗୁଳ – ଓଡିଶା ଭିଜିଲାନ୍ସ ବିଭାଗ ରବିବାର ଦିନ କେନ୍ଦୁଝର କେନ୍ଦୁ ଲିଫ୍ ଡିଭିଜନର ଡିଏଫଓ ନିତ୍ୟାନନ୍ଦ ନାୟକଙ୍କ ଘରେ ଚଢାଉ କରି ତାଙ୍କର ଆୟବର୍ହିଭୂତ ସମ୍ପତ୍ତିକୁ…