ଆଞ୍ଚଳିକ ବଦଳିଲେ ବଅଁରପାଳ ଥାନା ଅଧିକାରୀ Angul OnlineMay 24, 2021May 24, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଅଧିକାରୀ ସୁନୀଲ କୁମାର କରଙ୍କୁ ବଅଁରପାଳ ଥାନାରୁ ବଦଳି କରା ଯାଇଛି । ତାଙ୍କୁ ଅନୁଗୁଳ ମହିଳା ଓ ସାଇବର ବିଭାଗକୁ ବଦଳି କରାଯାଇଥିବା ବେଳେ ତାଙ୍କ ସ୍ଥାନରେ ଅନୁଗୁଳ ହେଡ କ୍ଵାର୍ଟରରେ ଥିବା ଇନ୍ସପେକ୍ଟର ନରେଶ କୁମାର ସାହୁଙ୍କୁ ଦାୟିତ୍ଵ ଦିଆ ଯାଇଛି । Advertisement
ଆମ୍ବ ତୋଟାରୁ ବୃଦ୍ଧଙ୍କ ମୃତ୍ୟୁ ଦେହ ଉଦ୍ଧାର ଅନୁଗୁଳ – ଅନୁଗୁଳ ସଦର ଥାନା କୁମୁରିସିଂହା ଗ୍ରାମର ଏକ ଆମ୍ବ ତୋଟାରୁ ଜଣେ ୫୫ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଦେହ ଉଦ୍ଧାର ହୋଇଛି । ସଦର…
ଆମ୍ବ ଗଛରୁ ପଡି ବୃଦ୍ଧ ମୃତ ଅନୁଗୁଳ – ଅନୁଗୁଳ ଜିଲ୍ଲା ପୋକତୁଙ୍ଗା ଗାଁରେ ଆମ୍ବ ଗଛରୁ ପଡି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ସକାଳ ୧୦ ସମୟରେ…
ବାରହା ଆକ୍ରମଣରେ ଜଣେ ମୃତ ଅନୁଗୁଳ – ଅନୁଗୁଳ ଜିଲ୍ଲା ପୁରୁଣାକୋଟ ଥାନା ମାଣିକଯୋଡି ପଞ୍ଚାୟତ କୂଳସର ଗାଁ ନିକଟ ଜଙ୍ଗଲରେ ବାରହା ଆକ୍ରମଣରେ ନୋଦ ନାଏକ ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ…