ଆଞ୍ଚଳିକ ବଦଳିଲେ ବଅଁରପାଳ ଥାନା ଅଧିକାରୀ Angul OnlineMay 24, 2021May 24, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଅଧିକାରୀ ସୁନୀଲ କୁମାର କରଙ୍କୁ ବଅଁରପାଳ ଥାନାରୁ ବଦଳି କରା ଯାଇଛି । ତାଙ୍କୁ ଅନୁଗୁଳ ମହିଳା ଓ ସାଇବର ବିଭାଗକୁ ବଦଳି କରାଯାଇଥିବା ବେଳେ ତାଙ୍କ ସ୍ଥାନରେ ଅନୁଗୁଳ ହେଡ କ୍ଵାର୍ଟରରେ ଥିବା ଇନ୍ସପେକ୍ଟର ନରେଶ କୁମାର ସାହୁଙ୍କୁ ଦାୟିତ୍ଵ ଦିଆ ଯାଇଛି । Advertisement
ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା – ଜଣେ ମୃତ ତାଳଚେର -(AO)- ଅନୁଗୁଳ ଜିଲ୍ଲା ତାଳଚେର-ବଅଁରପାଳ ଜାତୀୟ ରାଜପଥରେ ଏକ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି । ୫୩ନମ୍ବର ଜାତୀୟ ରାଜପଥରେ ଆଜି ଅପରାହ୍ନରେ ମହମ୍ମଦ…
ଅଗ୍ନିକାଣ୍ତରେ ଜଳି ଗଲା ୧୦ ପାଳ ଗଦା ଛେଣ୍ଡିପଦା – ଅନୁଗୋଳ ଜିଲ୍ଲା ଛେଣ୍ତିପଦା ଖଳାମାଳ ସାହିରେ ଅଗ୍ନିକାଣ୍ତ ଘଟି ୧୦ରୁ ଉର୍ଦ୍ଧ୍ବ ପାଳଭାଡି ଜଳି ଯାଇଛି । ଦୁଇଟି ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି…
ଜାମୁକୋଳି ଖାଇବା ଯାଇ ଆଉ ଫେରିଲା ନାହିଁ – ପୋଖରୀରେ ବୁଡି ନାବାଳକ ମୃତ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଜାମ୍ବୁନାଳି ଗ୍ରାମରେ ସୋମବାର ଏକ ଦୁଃଖଦ ଘଟଣା ଘଟି ଯାଇଛି । ଗ୍ରାମର ରଞ୍ଜନ କୁମାର ମାଝିଙ୍କ ୧୦…