ଆଞ୍ଚଳିକ ଗାଡ଼ି ଧକ୍କାରେ ଭାଲୁ ମୃତ Angul OnlineJune 21, 2023June 21, 2023 ଆଠମଲ୍ଲିକ – ଅନଗୋଳ ଜିଲ୍ଲା ଆଠମଲ୍ଲିକ ଉପଖଣ୍ଡ ଆମ୍ବପାଳ ଛକ ନିକଟରେ ଏକ ଅଜଣା ଗାଡି ଧକ୍କା ଦେବାରୁ ରାସ୍ତା ଅତିକ୍ରମ କରୁଥିବା ଏକ ଭାଲୁର ମୃତ୍ୟୁ ହୋଇଛି । ଦୁର୍ଘଟଣା ପରେ ସ୍ଥାନୀୟ ଲୋକ ବାମୁର ବନକର୍ମଚାରୀଙ୍କୁ ଖବର ଦେଇଥିଲେ । ଖବର ପାଇ ବନ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ଭାଲୁର ମୃତ ଶରୀରକୁ ଜବତ କରିଥିଲେ । ବାରମ୍ବାର ସେହି ସ୍ଥାନ ରେ ସଡ଼କ ଦୁର୍ଘଟଣା ରେ ଅନେକ ବନ୍ୟଜନ୍ତୁ ଦୁର୍ଘଟଣାଗ୍ରସ୍ତ ହୋଇ ମୃତ୍ୟ ମୁଖରେ ପଡୁଛନ୍ତି । ବନ ବିଭାଗ ପକ୍ଷରୁ କିଭଳି ସେହି ସ୍ଥାନରେ ଆଗକୁ ଦୁର୍ଘଟଣାରେ ବନ୍ୟଜନ୍ତୁଙ୍କ ଜୀବନ ନ ଯିବ ସେ ନେଇ ବନବିଭାଗ ପକ୍ଷରୁ ପଦକ୍ଷେପ ନେବାକୁ ଦାବି ହୋଇଛି । Advertisement
ଜଳିଗଲା ଆଠ ବଖରା ଘର ଅନୁଗୋଳ – ଅନୁଗୋଳ ଜିଲ୍ଲା ନିଶା ଇଣ୍ତଷ୍ଟ୍ରିଆଲ ଥାନା ଅନ୍ତର୍ଗତ ଗୋଳାଗାଡିଆ ଗ୍ରାମରେ ଅଗ୍ନିକାଣ୍ଡ ଯୋଗୁଁ ୮ବଖରା ଭସ୍ମୀଭୂତ ହୋଇଯାଇଛି । ସୂଚନା ଅନୁସାରେ , ଗୋଟିଏ…
୧୨ ଫୁଟ ଲମ୍ବର କିଙ୍ଗ କୋବ୍ରା ଉଦ୍ଧାର ଅନୁଗୁଳ – ଅନୁଗୁଳ ଜିଲ୍ଲା ଟିକରପଡା ରେଞ୍ଜ ଅଫିସ ନିକଟ ଘାଟ ସାହିରୁ ଆଜି ଏକ ୧୨ ଫୁଟ ଲମ୍ବର କିଙ୍ଗ କୋବ୍ରା ସାପ ଉଦ୍ଧାର କରିଛନ୍ତି…
ବିୟର କ୍ୟାନରେ ପଶିଗଲା ଢାମଣା ସାପ ଅନୁଗୁଳ – ବିୟର କ୍ୟାନରେ ପଶିଗଲା ଢାମଣା ସାପ । ଖବର ପାଇ ସ୍ନେକ ହେଲ୍ପ ଲାଇନର ସଦସ୍ୟ ପହଞ୍ଚି ସାପକୁ ଉଦ୍ଧାର କଲେ । ଏଭଳି…