ମୁଖ୍ୟ ଖବର ନିଖୋଜ ଛାତ୍ରୀଙ୍କ ମୃତଦେହ ଉଦ୍ଧାର Angul OnlineJuly 7, 2022July 7, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ନାଲକୋ ଥାନା ଅନ୍ତର୍ଗତ ବଳରାମପ୍ରସାଦ ଠାରେ ଥିବା ନକୁଳଚନ୍ଦ୍ର ମୁକ ବଧିର ବିଦ୍ୟାଳୟର ଜଣେ ନିଖୋଜ ଛାତ୍ରୀଙ୍କ ଆଜି ମୃତଦେହ ଉଧାର ହୋଇଛି । ସୂଚନା ଅନୁସାରେ ବିଦ୍ୟାଳୟର ୮ ବର୍ଷର ଛାତ୍ରୀ ଗତ ଜୁନ ମାସ ୨୨ ତାରିଖରେ ନିଖୋଜ ହୋଇଥିଲେ । ଏ ନେଇ ଛାତ୍ରୀଙ୍କ ମା ‘ ଥାନାରେ ଲିଖିତ ଅଭିଯୋଗ କରିଥିଲେ । ତେବେ ନିଖୋଜର ଏତେଦିନ ବିତି ଗଲା ପରେ ଗୁରୁବାର ଅପରାହ୍ନରେ ବଅଁରପାଳ ଥାନା ଅନ୍ତର୍ଗତ ଟେଣ୍ଟୋଲୋଇ ଗାଁ ନିକଟ ନନ୍ଦୀରା ନାଳରେ ଛାତ୍ରୀଙ୍କ ପରିତ୍ୟକ୍ତ ଅବସ୍ଥାରେ ମୃତଦେହ ଜବତ କରା ଯାଇଛି । ଏ ନେଇ ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ କରୁଛି । Advertisement
୩୬ ମାସ ରେ ହେଲା ନାହିଁ ସମ୍ପୁର୍ଣ୍ଣ – ସାର କାରଖାନା ଆରମ୍ଭ ହେବାକୁ ଲାଗିବ ଆହୁରି ୩୬ ମାସ ଅନୁଗୁଳ – ଠିକ୍ ୩ ବର୍ଷ ପୂର୍ବେ ତାଳଚେର ଆସିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆଉ ତାଳଚେର ସାର କାରଖାନାର ଭିତ୍ତିପ୍ରସ୍ତର ସ୍ଥାପନ କରି ,…
ସଡକ ଦୁର୍ଘଟଣା ନେଲା ଦୁଇ ଜୀବନ ଅନୁଗୁଳ – ଅନୁଗୁଳ ସଦର ଥାନା ଅନ୍ତର୍ଗତ କୁମଣ୍ଡ ଭଣ୍ଡୁବର ଛକ ନିକଟରେ ଅଟୋ କାର ମୁହାମୁହିଁ ଧକ୍କା ହେବ ଫଳରେ ଜଣଙ୍କର ମୃତ୍ୟୁ ହୋଇଛି ।…
ସାତକୋଶିଆରେ ଅଣ୍ଡା ଫୁଟି ବାହାରିଲେ ଘଡିଆଳ ଛୁଆ ଅନୁଗୋଳ – ଅନୁଗୋଳ ଜିଲ୍ଲା ସାତକୋଶିଆରୁ ପୁଣି ଥରେ ଖୁସି ଖବର ଆସିଛି । ଘଡିଆଳ କୁମ୍ଭୀର ପାଇଁ ସାରା ଦେଶରେ ପରିଚିତ ସାତକୋଶିଆରେ କ୍ରମାଗତ ତୃତୀୟ…