ଅପରାଧ ଗଛରେ ଝୁଲୁଛି ବୃଦ୍ଧଙ୍କ ମୃତଦେହ Angul OnlineJune 21, 2021June 21, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ବନ୍ତଳା ଥାନା କଲେଇପଦା ଗ୍ରାମରେ ଝୁଲନ୍ତା ଅବସ୍ଥାରେ ଜଣେ ବୃଦ୍ଧଙ୍କ ମୃତଦେହ ଗଛରେ ଆଜି ଦେଖିବାକୁ ମିଳିଛି । ଏହା ହତ୍ୟା ନା ଆତ୍ମହତ୍ୟା ସେନେଇ ପୁଲିସ ତଦନ୍ତ ଚଳାଇଛି । ସୂଚନା ଅନୁସାରେ ବନ୍ତଳା ଥାନା କଲେଇପଦା ଗ୍ରାମର ରାଜ ମୁଖୀ ଗତକାଲି ଅପରାହ୍ନ ୩ଟା ବେଳକୁ ଶୌଚ ହେବାକୁ ଯାଉଛି କହି ଘରୁ ବାହାରି ଆସିଥିଲେ । ତେବେ ବିଳମ୍ବିତ ରାତି ପର୍ଯ୍ୟନ୍ତ ସେ ଘରକୁ ଫେରି ନଥିଲେ। ପରିବାର ଲୋକେ ଖୋଜାଖୋଜି ପରେ ଗତକାଲି ରାତିରେ ତାଙ୍କ ମୃତଦେହ ଗାଁ ନିକଟରେ ଥିବା ଏକ ଗଛରେ ଝୁଲୁଥିବା ଦେଖିବାକୁ ପାଇଥିଲେ। ପରିବାର ଲୋକଙ୍କ ଅଭିଯୋଗ ପରେ ଆଜି ସକାଳେ ବନ୍ତଳା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । Advertisement
ମହିଳାଙ୍କ ଠାରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ ଅନୁଗୁଳ – ଅନୁଗୁଳ ଅବକାରୀ ବିଭାଗକୁ ପୁଣି ମିଳିଛି ଏକ ବଡ଼ ସଫଳତା । ବ୍ରାଉନସୁଗାର ବିକ୍ରି ପାଇଁ ନେଉଥିବା ବେଳେ ଏହି ବେପାରରେ କିଙ୍ଗପିନ କୁହା…
ଦମ୍ପତିଙ୍କୁ ତାଲା ପକାଇ ଟଙ୍କା ଲୁଟି ନେଲେ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ବାଗଡିଆ ଥାନା ସାପୋଇନାଳି ଗ୍ରାମ ବେହେରାସାହିରୁ ବିଳମ୍ୱିତ ରାତିରେ ଦାମ୍ପତିଙ୍କୁ ତାଲା ପକାଇ ଦେଢ଼ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି ଲୁଟେରା…
ଭାଇ ହତ୍ୟାକାରୀକୁ ଆଜୀବନ କାରାଦଣ୍ଡ ଅନୁଗୋଳ – ଅନୁଗୋଳ ସଦର ଥାନା କୁମୁରିସିଂହା ଗ୍ରାମରେ ଛଅ ବର୍ଷ ତଳେ ଘଟିଥିବା ଏକ ହତ୍ୟା ମାମଲାର ରାୟ ସୋମବାର ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍…