ଅପରାଧ କୂଅ ଭିତରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର Angul OnlineSeptember 13, 2021September 13, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ଜରପଡା ଥାନା ଅମାନ୍ତପୁର ଗାଁର ଏକ କୂଅ ଭିତରୁ ଯୁବକର ମୃତଦେହ ଉଦ୍ଧାର । ମୃତ ଯୁବକଙ୍କ ପରିଚୟ ମିଳିପାରି ନଥିବା ବେଳେ ଘଟଣା ସ୍ଥଳରେ ଜରପଡା ପୁଲିସ ପହଁଚି ତଦନ୍ତ କରୁଛି । ସୂଚନା ଅନୁସାରେ କୂଅ ଭିତରେ ଯୁବକଙ୍କ ମୃତଦେହ ଭାସୁଥିବା ଦେଖି ଗାଁ ଲୋକ ଅନୁଗୁଳ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ଅନୁଗୁଳ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି କୂଅ ଭିତରୁ ଯୁବକଙ୍କ ମୃତଦେହ ଉଦ୍ଧାର କରି ପୁଲିସକୁ ସୂଚନା ଦେଇଥିଲେ । ପୁଲିସ ମୃତଦେହ ଜବତ କରି ତଦନ୍ତ କରୁଛି । Advertisement
ମ୍ୟାନେଜର କରିଥିଲେ ନକଲି ବନ୍ଧୁକ ଦେଖାଇ ଲୁଟ – ମ୍ୟାନେଜର ସମେତ ୫ ଜଣ ଗିରଫ ଅନୁଗୁଳ – ଗତ ଅକ୍ଟୋବର ମାସ ୧୫ ତାରିଖରେ ନାଲକୋନଗର ଥାନା କୁଲାଡ଼ ଅଂଚଳରେ ଥିବା ଫ୍ଲିପ କାର୍ଟର ହବରେ କିଛି ଦୁର୍ବୃତ୍ତ ନକଲି ବନ୍ଧୁକ ଦେଖାଇ…
ବନ୍ଧୁକ ଓ ଭୁଜାଲି ଦେଖାଇ ଲକ୍ଷାଧିକ ଟଙ୍କା ଲୁଟ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ପୁଲିସକୁ ଚାଲେଞ୍ଜ କରି ପୁଣି ଥରେ ଲୁଟେରା ସେମାନଙ୍କ ଉପସ୍ଥିତି ଜାହିର କରିଛନ୍ତି । ଦିନ ୩ ଟା ବେଳେ ବନ୍ଧୁକ…
ଚାକିରି ନାଁରେ କୋଟି କୋଟି ଟଙ୍କା ଠକେଇ , ବାପା-ପୁଅ ଗିରଫ ଅନୁଗୁଳ – ଚାକିରି ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକି ନେବା ଆଉ ଟଙ୍କା ଫେରସ୍ତ ମାଗିବା ବେଳେ ଗାଳିଗୁଲଜ କରିବା ଅଭିଯୋଗରେ ବାପା-ପୁଅକୁ ଗିରଫ କରିଛି…