ମୁଖ୍ୟ ଖବର ବାଘ ମୃତ ଦେହ ଠାବ Angul OnlineDecember 18, 2021December 18, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ପୁଣି ବାଘର ମୃତ୍ୟୁ ହୋଇଥିବା ଜଣା ପଡିଛି । ଅନୁଗୁଳ ବନଖଣ୍ଡ ଜରପଡା ରେଞ୍ଜ ଓ ଆଠମଲ୍ଲିକ ବନଖଣ୍ଡ, ଧଣ୍ଡାତୋପା ରେଞ୍ଜ ମଧ୍ୟବର୍ତ୍ତୀ ଅଞ୍ଚଳରେ ଥିବା ବାତ୍ରାଖୋଲ ନିକଟରୁ ଗତକାଲି ରାତିରେ ଏକ ଅଣ୍ଡିରା କଲରାପତାରିଆ ବାଘ ମାରି ପଡିଥିବା ଦେଖିବାକୁ ମିଳିଥିଲା । ତେବେ କେଉଁ ପରିସ୍ଥିତିରେ ବାଘଟିର ମୃତ୍ୟୁ ହୋଇଛି ସେ ନେଇ କୌଣସି ସ୍ପଷ୍ଟ ସୂଚନା ମିଳି ପାରିନାହିଁ । ଏନେଇ ଖବର ପାଇବା ପରେ ଅନୁଗୁଳ ଓ ଆଠମଲ୍ଲିକ ବନଖଣ୍ଡ ଅଧିକାରୀଙ୍କ ନିର୍ଦେଶ ପରେ ଘଟଣାସ୍ଥଳରେ ସ୍ଥାନୀୟ ବନ କର୍ମଚାରୀମାନେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । Advertisement
ଗୁଳିବିଦ୍ଧ ହାତୀର ମୃତଦେହ ଉଦ୍ଧାର ଅନୁଗୋଳ – ଅନୁଗୋଳ ଜିଲା ସାତକୋଶିଆ ଡିଭିଜନର ଜିଲିଣ୍ଡା ରେଞ୍ଜ , କଟରଙ୍ଗ ସେକ୍ସନ, ବାଙ୍କଧର ଅଞ୍ଚଳରେ ଦନ୍ତା ହାତୀର ଗଳିତ ମୃତ ଦେହ ଉଦ୍ଧାର ହୋଇଛି…
ବନ ବିଭାଗ ଓ ପୁଲିସ ଗ୍ରାମବାସୀଙ୍କ ଦ୍ବାରା ଅଟକ ଅନୁଗୁଳ – ଅନୁଗୁଳ ଜିଲ୍ଲା ସାତକୋଶିଆ ଅଭୟାରଣ୍ୟରେ ଦୁଇ ଦୁଇଟି କଲରାପତରିଆ ବାଘ ମୃତ୍ୟୁ ହୋଇଥିଲା । ସେହି ବାଘ ମୃତ୍ୟୁରେ ସଂଶ୍ଲିଷ୍ଟ ସନ୍ଦେହ କରି କୁଲାଙ୍ଗୀ…
ବେଆଇନ ଭାବେ ଗଛିତ ବାଣ ଗୋଦାମରେ ଚଢାଉ – ବିପୁଳ ବାଣ ଜବତ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ବାଘୁଆବୋଲ ଅଙ୍ଗାରୁଆ ୨୧ ନମ୍ବର ୱାର୍ଡ ଅଂଚଳ ଏକ ଘରୁ ବିପୁଳ ପରିମାଣର ବାଣ ଜବତ । ପୁଲିସ ଓ…