ମୁଖ୍ୟ ଖବର କାର ଓଲଟି ଜଣେ ମୃତ – ଦୁଇ ଗୁରୁତର Angul OnlineJuly 7, 2022July 7, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା କୁଇଓଠାରେ ଏକ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇଜଣ ଗୁରୁତର ହୋଇଥିବା ଜଣା ପଡ଼ିଛି । ସୂଚନା ଅନୁସାରେ ତାଳଚେର ଅନନ୍ତବେରଣୀର ସଚିନ ନାୟକ ତାଙ୍କ ଦୁଇ ପୁତୁରାଙ୍କ ସହ କୌଣସି କାମରେ ଏକ ମାରୁତି କାରରେ ଅନୁଗୁଳ ଆସୁଥିଲେ । ତେବେ କୁଇଓ ନିକଟରେ କାରଟି ଭାରସାମ୍ୟ ହରାଇ ଏକ ଗଛରେ ପିଟି ହେବା ସହ ରାସ୍ତା ତଳକୁ ଓଲଟି ପଡିଥିଲା । ଫଳରେ ଘଟଣା ସ୍ଥଳରେ ସଚିନଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇ ପୁତୁରା ଗୁରୁତର ହୋଇଥିଲେ । ସ୍ଥାନୀୟ ଲୋକ ସେମାନଙ୍କ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି । Advertisement
ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ଡିକି ଭାଙ୍ଗି ଟଙ୍କା ଲୁଟ ଅନୁଗୁଳ – ଭାରତୀୟ ଷ୍ଟେଟବ୍ୟାଙ୍କ ସାମ୍ନାରୁ ଲୁଟ । ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ଡିକି ଭାଙ୍ଗି ତାଙ୍କଠାରୁ ୧ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୁତ୍ତ। ସୂଚନା ଅନୁସାରେ…
ଖାଦ୍ୟ ମାନ ଜାଞ୍ଚ କଲେ – ଅଖାଦ୍ୟ ଫୋପାଡି ଦେଲେ ଅନୁଗୁଳ – ଅନୁଗୁଳ ବସଷ୍ଟାଣ୍ଡ ଅଞ୍ଚଳରେ ଆଜି ଅନୁଗୁଳ ଜିଲ୍ଳା ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ବିଭନ୍ନ ଜଳଖିଆ ଦୋକାନ , ମିଠା ଦୋକାନ ଆଦିରେ ଚଢାଉ କରା…
ବଜ୍ରପାତରେ ଚାଷୀ ମୃତ ଅନୁଗୁଳ – ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଗୋତମରା ଗାଁରେ ବଜ୍ରପାତରେ ଜଣେ ଯୁବ ଚାଷୀଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁସାରେ , ଗାଁର ସୁଧାକର…