ମୁଖ୍ୟ ଖବର ବଦଳିଲେ ଜିଲ୍ଲା ଶିକ୍ଷାଧିକାରୀ Angul OnlineAugust 3, 2023August 3, 2023 ଅନୁଗୋଳ – ଅନୁଗୋଳ ଜିଲ୍ଲା ଶିକ୍ଷାଧିକାରୀଙ୍କ ବଦଳି ହୋଇଛି । ଓଡିଶା ସ୍କୁଲ ଓ ଗଣ ଶିକ୍ଷା ବିଭାଗ ପକ୍ଷରୁ ହୋଇଥିବା ବଦଳି ନିର୍ଦେଶ ଅନୁଯାୟୀ ଜିଲ୍ଲା ଶିକ୍ଷାଧିକାରୀ ନିରଞ୍ଜନ ସାହୁଙ୍କୁ ପ୍ରାଥମିକ ଶିକ୍ଷା ବୋର୍ଡ ପରୀକ୍ଷା ନିୟନ୍ତ୍ରକ ଯୁଗ୍ମ ନିର୍ଦେଶକ ଭାବେ ଯୋଗ ଦେବାକୁ ନିର୍ଦେଶ ରହିଛି । ତାଙ୍କ ସ୍ଥାନରେ ବୋର୍ଡ ଅଫ ସେକେଣ୍ଡାରୀ ଏଜୁକେସନର ପରୀକ୍ଷା ନିୟନ୍ତ୍ରକ ସୁସ୍ମିତା ସାହୁଙ୍କୁ ଅନୁଗୋଳ ଜିଲ୍ଲା ଶିକ୍ଷା ଅଧିକାରୀ ଭାବେ ବଦଳି କରା ଯାଇଛି । Advertisement
ଘରୋଇ ଋଣ ଚାପରେ ଯୁବକ କଲେ ଆତ୍ମହତ୍ୟା ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ନିଶା ଶିଳ୍ପାଞ୍ଚଳ ଥାନା ଝିଣ୍ଟିପାଳ ଗ୍ରାମରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଜଣେ ଯୁବକ ଘରୋଇ ଋଣ ଚାପରେ ଆତ୍ମହତ୍ୟା…
ଦୁର୍ଘଟଣାରେ ଚାଲିଗଲା ସ୍ଵାମୀ-ସ୍ତ୍ରୀଙ୍କ ଜୀବନ – ଅଳ୍ପକେ ବର୍ତ୍ତିଲେ ଦୁଇ ଝିଅ ଅନୁଗୁଳ – ଦୁର୍ଘଟଣାରେ ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ । ଅଳ୍ପକେ ବର୍ତ୍ତିଗଲେ ଦୁଇଝିଅ । ମୋଟରସାଇକେଲକୁ ପଛପଟୁ ଏକ ଆମ୍ବୁଲାନ୍ସ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ମୋଟରସାଇକେଲ…
ଦୁର୍ଘଟଣାରେ ଅବକାରୀ ବିଭାଗ ସବ୍-ଇନ୍ସପେକ୍ଟରଙ୍କ ମୃତ୍ୟୁ ତାଳଚେର – ଅନୁଗୋଳ ଜିଲ୍ଲା ତାଳଚେର ବିରବରପଲ୍ଲିଠାରେ ଏକ ସଡକ ଦୁର୍ଘଟଣାରେ ଅବକାରୀ ବିଭାଗର ଜଣେ କର୍ମଚାରୀ ପ୍ରାଣ ହରାଇଛନ୍ତି । ମୃତ କର୍ମଚାରୀଙ୍କ ନାମ ମଧୁସୂଦନ…