ମୁଖ୍ୟ ଖବର ଫାଶ ପକାଇ ମାରିଦେଲେ ଦନ୍ତା ହାତୀ Angul OnlineOctober 15, 2022October 15, 2022 ଆଠମଲ୍ଲିକ – ଅନୁଗୁଳ ଜିଲ୍ଲାର ପୁଣି ଏକ ଦନ୍ତା ହାତୀର ମୃତ୍ୟୁ ହୋଇଛି । ଆଠମଲ୍ଲିକ କିଆକଟାର ମୁଣ୍ଡାପଡା ଗାଁ ନିକଟରେ ହାତୀ ମରିଥିବା ଆଜି ସକାଳେ ଗାଁ ଲୋକ ଦେଖି ବନ ବିଭାଗକୁ ସୂଚନା ଦେଇଥିଲେ । ସୂଚନା ପାଇ ବନ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ହାତୀର ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣା ପଡ଼ିଛି । ତେବେ ଜନ୍ତୁ ଶିକାର ପାଇଁ କିଏ ଏହି ତାର ବିଛାଇ ଥିଲା ସେ ନେଇ ବନ ବିଭାଗ ଓ ବିଦ୍ୟୁତ ବିଭାଗ ତଦନ୍ତ କରୁଛନ୍ତି । Advertisement
ସ୍କୁଲରେ ଖେଳୁଥିବା ବେଳେ ବଜ୍ରଘାତରେ ସପ୍ତମ ଶ୍ରେଣୀ ଛାତ୍ର ମୃତ ଆଠମଲ୍ଲିକ – ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ଘୋଷର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆଜି(ଗୁରୁବାର) ଅପରାହ୍ନରେ ଏକ ଅଘଟଣ ଘଟି ଯାଇଛି । ସ୍କୁଲ ପରିସରରେ ଖେଳୁଥିବା…
ତଣ୍ଟି ଚିପି ପିଇସିକୁ ହତ୍ୟା କଲା ପୁତୁରା , ହତ୍ୟା ପରେ କଲା ଆତ୍ମସମର୍ପଣ ପାଲଲହଡା – ଶୁକ୍ରବାର ଅନୁଗୁଳ ଜିଲ୍ଲା ପାଲଲହଡା ଉପଖଣ୍ଡର ଉପାନ୍ତ ଅଞ୍ଚଳ ନଗିରା ପଞ୍ଚାୟତ ତନଗୁଳା ଗାଁରେ ଏକ ଅଭାବନୀୟ ଘଟଣା ଘଟି ଯାଇଛି । ନିଜ…
୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରା ପଡିଲେ ଗ୍ରାମ୍ୟ କୃଷି କର୍ମଚାରୀ ଅନୁଗୁଳ – ଭିଜିଲାନ୍ସ ଜାଲରେ ଅନୁଗୁଳ ଜିଲ୍ଲା କିଶୋରନଗର ବ୍ଲକ କୃଷି ବିଭାଗ ଗ୍ରାମ୍ୟ କୃଷି କର୍ମଚାରୀ ବିଶ୍ୱନାଥ ଦାସ । ସେ ଏକ ଏନ.ଜି.ଓ ସଂସ୍ଥାର…