ମୁଖ୍ୟ ଖବର ଯୁବ ଡାକ୍ତରଙ୍କ ଅକାଳ ବିୟୋଗ Angul OnlineOctober 13, 2021October 13, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲାରେ କାର୍ଯ୍ୟରତ ଜଣେ ଯୁବ ଡାକ୍ତରଙ୍କ ଅକାଳ ବିୟୋଗ ହୋଇଛି । ମୃତ ଡାକ୍ତର ଜଣଙ୍କ ହେଲେ ଅନୁଗୁଳ ଜିଲ୍ଲା ତଳମୂଳ ସ୍ୱାସ୍ଥ୍ୟକେନ୍ଦ୍ରର ଡାକ୍ତର ପ୍ରଣୟ କୁମାର ପ୍ରଧାନ । ସେ ବ୍ରେନ ଟ୍ୟୁମର ରୋଗରେ ପୀଡିତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ବ୍ରେନ୍ ଟ୍ୟୁମର ଅସ୍ତ୍ରୋପଚାର ପରେ ତାଙ୍କ ଅବସ୍ଥା ବିଗିଡିବାକୁ ଲାଗିଥିଲା । ଶେଷରେ ବୁଧବାର ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୪୪ ବର୍ଷ ହୋଇଥିଲା । ଜଣେ ଯୁବ ଡାକ୍ତର ଏବଂ ମେଳାପୀ ବ୍ୟକ୍ତି ଭାବେ ସେ ସ୍ଥାନୀୟ ଅଞ୍ଚଳରେ ବେଶ ପରିଚିତ ଥିଲେ । ତାଙ୍କ ପରଲୋକରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । Advertisement
କେଜିଏରୁ ଅଧିକ ବ୍ରାଉନ୍ସୁଗାର ଜବତ – ଦୁଇ ଆନ୍ତରାଜ୍ୟ ବେପାରୀ ଗିରଫ ଅନୁଗୁଳ – ଅନୁଗୁଳ ଜିଲ୍ଲା ତାଳଚେର ଅଞ୍ଚଳରୁ ୧.୧ କେଜି ବ୍ରାଉନସୁଗାର ଜବତ କଲା ଭୁବନେଶ୍ୱର ଏସ୍ ଟି ଏଫ । ଗତକାଲି ଏକ ବିଶ୍ୱସ୍ତ ସୂତ୍ରରୁ…
ଆମ୍ବୁଲାନ୍ସ ନ ଆସିବାରୁ ମୋଟରସାଇକେଲରେ ବୁହା ହୋଇ ଆସିଲା ମୃତଦେହ ଅନୁଗୁଳ – ଶିଳ୍ପ ବହୁଳ ଅନୁଗୁଳ ଜିଲ୍ଲା । ଶିଳ୍ପ ଓ ଖଣି ଯୋଗୁଁ ସରକାରଙ୍କୁ କୋଟି କୋଟି ଟଙ୍କା ରାଜସ୍ୱ ଏହି ଜିଲ୍ଲାରୁ ଯାଉଛି ।…
ବାପା-ମାଙ୍କ ତ୍ୟାଗ ତାଙ୍କୁ ସଫଳତା ଦେଇଛି – ଓଜେଏସରେ ଓଡିଶା ଟପ୍ପର ଅନୁଗୁଳର ଝିଅ ଅଦ୍ୟଶା ଅନୁଗୁଳ – ପ୍ରକାଶ ପାଇଲା ୨୦୨୧ ମସିହାର ଓଜେଏସ ରେଜଲ୍ଟ । ଓଡ଼ିଶା ନ୍ୟାୟିକ ପରୀକ୍ଷାରେ ବାଜି ମାରିଛନ୍ତି ଝିଅ । ଚଳିତବର୍ଷ ଅନୁଗୁଳର ଝିଅ ଆଦ୍ୟାଶା…