ମୁଖ୍ୟ ଖବର ଯୁବ ଡାକ୍ତରଙ୍କ ଅକାଳ ବିୟୋଗ Angul OnlineOctober 13, 2021October 13, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲାରେ କାର୍ଯ୍ୟରତ ଜଣେ ଯୁବ ଡାକ୍ତରଙ୍କ ଅକାଳ ବିୟୋଗ ହୋଇଛି । ମୃତ ଡାକ୍ତର ଜଣଙ୍କ ହେଲେ ଅନୁଗୁଳ ଜିଲ୍ଲା ତଳମୂଳ ସ୍ୱାସ୍ଥ୍ୟକେନ୍ଦ୍ରର ଡାକ୍ତର ପ୍ରଣୟ କୁମାର ପ୍ରଧାନ । ସେ ବ୍ରେନ ଟ୍ୟୁମର ରୋଗରେ ପୀଡିତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ବ୍ରେନ୍ ଟ୍ୟୁମର ଅସ୍ତ୍ରୋପଚାର ପରେ ତାଙ୍କ ଅବସ୍ଥା ବିଗିଡିବାକୁ ଲାଗିଥିଲା । ଶେଷରେ ବୁଧବାର ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୪୪ ବର୍ଷ ହୋଇଥିଲା । ଜଣେ ଯୁବ ଡାକ୍ତର ଏବଂ ମେଳାପୀ ବ୍ୟକ୍ତି ଭାବେ ସେ ସ୍ଥାନୀୟ ଅଞ୍ଚଳରେ ବେଶ ପରିଚିତ ଥିଲେ । ତାଙ୍କ ପରଲୋକରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । Advertisement
ଠକେଇ ଅଭିଯୋଗରେ ମହିଳା ଗିରଫ ଅନୁଗୁଳ – ଜାଲ ଦସ୍ତଖତ କରି ଟଙ୍କା ଉଠାଇବା ଅଭିଯୋଗରେ ଅନୁଗୁଳ ପୁଲିସ ଜଣେ ମହିଳାଙ୍କୁ ଗିରଫ କରିଛି । ମହିଳା ଜଣଙ୍କର ହେଲେ ଅନୁଗୁଳ ସହର…
ତାଳଚେର ସାର କାରଖାନା କାମ ଶୀଘ୍ର ସାରିବା ଉପରେ ଗୁରୁତ୍ବ ଦେଲେ ପରିଚାଳନା ନିର୍ଦେଶକ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ସାର କାରଖାନା ପୁନଃରୁଦ୍ଧାର କାମର ଅଗ୍ରଗତି ନେଇ ଏକ ଉଚ୍ଚସ୍ତରୀୟ ଟିମ୍ ସମୀକ୍ଷା କରିଛି । ସୂଚନା ଅନୁସାରେ ତାଳଚେର…
ବ୍ଲକ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ – ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗ ଅନୁଗୁଳ – ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ଲକ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରା ଯାଇଛି । ଅନୁଗୁଳ ଜିଲ୍ଲା ତାଳଚେର ବ୍ଲକରେ କାର୍ଯ୍ୟରତ…