ଆଞ୍ଚଳିକ କୂଅରେ ପଡ଼ି ବୃଦ୍ଧ ମୃତ Angul OnlineMay 22, 2022May 22, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ଅଙ୍ଗାରବନ୍ଧ କୁମ୍ଭାରସାହି ଗାଁରେ ଆଜି ଜଣେ ବୃଦ୍ଧ କୂଅରେ ଖସି ପଡ଼ି ପ୍ରାଣ ହରାଇଛନ୍ତି । ସୂଚନା ଅନୁସାରେ, କୁମ୍ଭାରସାହି ଗ୍ରାମର ୮୦ ବର୍ଷୀୟ ପ୍ରାଣବନ୍ଧୁ ଦାସ ରାତି ପ୍ରାୟ ୧୦ ଟା ବେଳେ ଘର ସମ୍ପୁଖରେ ଥିବା କୂଅ ନିକଟରେ ବସିବା ପାଇଁ ଯାଇଥିଲେ । କୂଅ ନିକଟରେ ସେ ଥିବା ବେଳେ ହଠାତ କୂଅ ଭିତରକୁ ଗଳି ପଡ଼ିଥିଲେ । କୂଅ ଗଭୀର ଥିବାରୁ ସ୍ଥାନୀୟ ଲୋକେ ତାକୁ ଉଦ୍ଧାର କରିବାକୁ ସାହସ କରିପାରିନଥିଲେ । ଗ୍ରାମବାସୀଙ୍କ ଠାରୁ ଖବର ପାଇ ଅନୁଗୁଳ ଦମକଳ ବାହିନୀ ପହଞ୍ଚି ତାକୁ ଉଦ୍ଧାର କରି ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାକୁ ମୃତ ଘୋଷଣା କରିଥିଲେ । Advertisement
ହାତୀ ଆକ୍ରମଣରେ ବୃଦ୍ଧ ମୃତ, ପ୍ରତିବାଦରେ ରାସ୍ତାରୋକ ଅନୁଗୁଳ – ଅନୁଗୁଳ ବ୍ଲକ ବସଲା ଗ୍ରାମର ଜଣେ ବ୍ୟକ୍ତି ବୁଧବାର ସକାଳୁ ଶୌଚ ହେବାକୁ ଯାଇଥିବା ବେଳେ ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ଏହାର…
କୂଅ ଭିତରୁ ମିଳିଲା ମୃତଦେହ ଅନୁଗୁଳ – ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ଅନ୍ତର୍ଗତ ଖିଣ୍ଡା ଗ୍ରାମରେ କୂଅରେ ପଡ଼ି ଜଣଙ୍କର ମୃତ୍ୟୁ ହୋଇଛି । ମୃତ ବ୍ୟକ୍ତିଙ୍କ ଘର ଖିଣ୍ଡା ଗ୍ରାମରେ…
ଧରମପୁର ଉପ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଜିଲ୍ଲା ସ୍ତରୀୟ କାୟାକଳ୍ପ ଦଳ ପରିଦର୍ଶନ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ବ୍ଲକ ଅନ୍ତର୍ଗତ ଧରମପୁର ଉପ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଜିଲ୍ଲା ସ୍ତରୀୟ କାୟାକଳ୍ପ ଦଳ ପରିଦର୍ଶନରେ ଆସିଥିଲେ । ସେମାନେ ସ୍ୱାସ୍ଥ୍ୟ…