ମୁଖ୍ୟ ଖବର ପୋଲ ତଳକୁ ଖସି ପଡିଲା ଟ୍ରକ – ଜଣେ ମୃତ Angul OnlineMay 23, 2022May 23, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ତାଳଚେର ବହ୍ଲର ଛକ ନିକଟରେ ଜଣଙ୍କୁ ଧକ୍କା ଦେଇ ପୋଲ ଉପରୁ ନାଳକୁ ଏକ କୋଇଲା ବୋଝେଇ ଟ୍ରକ ଓଲଟିପଡିବା ଫଳରେ ଜଣଙ୍କର ମୃତ୍ୟୁ ହୋଇଛି । ଦୁର୍ଘଟଣା ପରେ ଟ୍ରକ ଡ୍ରାଇଭର ଘଟଣା ସ୍ଥଳରୁ ଫେରାର ହୋଇଯାଇଥିବା ସୂଚନା ରହିଛି । ସୂଚନା ଅନୁସାରେ ତାଳଚେରରୁ ଏହି କୋଇଲା ବୋଝେଇ ଟ୍ରକଟି ବଅଁରପାଳ ଆଡ଼କୁ ଯାଉଥିବା ସମୟରେ ବହ୍ଲର ଛକ ନିକଟରେ ଜଣେ ପଥଚାରୀଙ୍କୁ ଧକ୍କା ଦେଇ ନାଳକୁ ଓଲଟି ପଡିଥିଲା । ଫଳରେ ଘଟଣା ସ୍ଥଳରେ ପଥଚାରୀଙ୍କର ମୃତ୍ୟୁ ଘଟିଛି । ତେବେ ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଥିବାବେଳେ ତାଳଚେର ପୁଲିସ ଘଟଣାର ଅଧିକ ତଦନ୍ତ ଜାରି ରଖିଛି । Advertisement
ଟ୍ରକ ଚାପାରେ ବାପ-ପୁଅ ମୃତ ଅନୁଗୋଳ – ଅନୁଗୋଳ ଜିଲ୍ଲା ତାଳଚେର ବାଙ୍କଧରା ଛକ ନିକଟରେ ଆଜି ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ୩ ବର୍ଷର ପୁଅ ସମେତ ବାପାଙ୍କର ମୃତ୍ୟୁ ହୋଇଛି…
ପ୍ରତିରକ୍ଷା ସଂଗଠନ ପକ୍ଷରୁ ମକ୍ ଡ୍ରିଲ୍ ତାଳଚେର – ପହଲଗାମରେ ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ପର୍ଯ୍ୟଟକଙ୍କର ମୃତ୍ୟୁ ହୋଇଥିଲା। ଯାହା ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି।…
ଜିଲ୍ଲାରେ ଦଶମ ପାସ୍ ହାର ୯୩.୬୦ ପ୍ରତିଶତ – ଅଦ୍ୟାଶା ପ୍ରିୟଦର୍ଶିନୀ ଜିଲ୍ଲା ଟପର ଅନୁଗୁଳ – ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ପରିଚାଳିତ ଦଶମ ପରୀକ୍ଷାରେ ଅନୁଗୁଳ ଜିଲ୍ଲାରେ ଛାତ୍ରଛାତ୍ରୀମାନେ ଭଲ ଫଳାଫଳ କରିଛନ୍ତି । ଚଳିତ ବର୍ଷ ଜିଲ୍ଲାରୁ ୧୬,୪୭୯…