ମୁଖ୍ୟ ଖବର ହାତୀ ଆକ୍ରମଣରେ ଯୁବକ ମୃତ Angul OnlineOctober 29, 2021October 29, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ଛେଣ୍ତିପଦା ବ୍ଲକ ପରା ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଯୁବକ ମୃତ । ମୃତକ ଜଣଙ୍କ ପରା ଗ୍ରାମର ସୋମନାଥ ସାହୁ ବୋଲି ଜଣା ପଡିଛି । ସୋମନାଥ ଆଜି ଭୋର ସମୟରେ ଗାଁ ପାଖରେ ଥିବା ବାଘଦରି ପଣସ ତଇଳା ନିକଟ ନିଜ ବାଇଗଣ ବଗିଚାରୁ ବାଇଗଣ ତୋଳି ଫେରୁଥିବା ବେଳେ ସୋମନାଥଙ୍କୁ ଏକ ହାତୀ ଆକ୍ରମଣ କରିଥିଲା । ହାତୀ ଆକ୍ରମଣରେ ସୋମନାଥଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇ ଥିଲା l ତେବେ ଘଟଣା ସ୍ଥଳକୁ ବନ ବିଭାଗ ପହଞ୍ଚି ନଥିବାରୁ ଗ୍ରାମରେ ଚାପା ଉତ୍ତେଜନା ଦେଖା ଦେଇଥିଲା । ପରେ ବନ ବିଭାଗ ଓ ପୁଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡିଥିଲା । Advertisement
ପୁଲିସର ଥାର୍ଡଡିଗ୍ରୀରେ ବୃଦ୍ଧ ଗୁରୁତର ଆଠମଲ୍ଲିକ – ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ପୁଲିସ ବିରୁଦ୍ଧରେ ସାଂଘାତିକ ଅଭିଯୋଗ ଆସିଛି । ଥାର୍ଡ ଡିଗ୍ରୀ ନିର୍ଯାତନା ଦେବା ଫଳରେ ଜଣେ ବୃଦ୍ଧ ଗୁରୁତର ହୋଇ…
ଗଞ୍ଜେଇ ସହ ବାପା ଓ ପୁଅ ଗିରଫ ଅନୁଗୁଳ – ଅନୁଗୁଳ ଜିଲ୍ଲା ପୁଲିସକୁ ଏକ ସଫଳତା ମିଳିଛି । ଗଞ୍ଜେଇ ଚାଲାଣ କରିବାକୁ ପ୍ୟାକିଂ କରୁଥିବା ବେଳେ ଦୁଇ ଜଣଙ୍କୁ ଗିରଫ କରିଛି ।…
ହାତୀ ଆକ୍ରମଣରେ ଜଣେ ମୃତ ଜଣେ ଗୁରୁତର ଅନୁଗୋଳ: – ଅନୁଗୋଳ ବନଖଣ୍ଡ ବନ୍ତଳା ବନାଞ୍ଚଳ ହମାମିରା ଗାଁ ନିକଟରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଥିବା…