ଆଞ୍ଚଳିକ ହୋଲି ଖେଳି ତଣ୍ଡ ଗଣିଲେ ଯୁବକ Angul OnlineMarch 29, 2021March 29, 2021 କିଶୋରନଗର – ରାଜ୍ୟ ତଥା ଦେଶରେ କରୋନା ସଂକ୍ରମଣ ବଢୁଥିବା ଯୋଗୁଁ ରାଜ୍ୟ ସରକାର ସର୍ବସାଧାରଣରେ ହୋଲି ଖେଳ ଉପରେ କଟକଣା ଲଗାଇଥିଲେ । ତେବେ ଅନୁଗୁଳ ଜିଲାର ବିଭିନ୍ନ ସ୍ଥାନରେ କିଛି ଅମାନିଆ ଏହି କଟକଣାକୁ ଖାତିର କରି ନଥିଲେ । ତେବେ ଅନୁଗୁଳ ଜିଲ୍ଲା କିଶୋରନଗର ଅଞ୍ଚଳରେ ସର୍ବସାଧାରଣରେ କଟକଣା ଭଙ୍ଗ କରି ହୋଲି ଖେଳୁଥିବା ଅଭିଯୋଗରେ ତହସିଲ ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । କଟକଣା ଭଙ୍ଗ କରି ହୋଲି ଖେଳୁଥିବା ପ୍ରାୟ ୨୦ ଜଣଙ୍କ ଠାରୁ ୨୦୦ ଟଙ୍କା ଲେଖାଏଁ ଜରିମାନା ଆଦାୟ କରାଯାଇଥିବା ଜଣାପଡ଼ିଛି । Advertisement
କୂଅ ଭିତରୁ ମିଳିଲା ମୃତଦେହ ଅନୁଗୁଳ – ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ଅନ୍ତର୍ଗତ ଖିଣ୍ଡା ଗ୍ରାମରେ କୂଅରେ ପଡ଼ି ଜଣଙ୍କର ମୃତ୍ୟୁ ହୋଇଛି । ମୃତ ବ୍ୟକ୍ତିଙ୍କ ଘର ଖିଣ୍ଡା ଗ୍ରାମରେ…
ଡ୍ରେନରୁ ଯୁବକଙ୍କ ମୃତଦେହ ଉଦ୍ଧାର ଅନୁଗୋଳ – ଅନୁଗୋଳ ସହର ଆରଡି କଲୋନୀର ଡ୍ରେନରୁ ଆଜି ସକାଳେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ଜଣଙ୍କ ଆଁକୁଲା ଗାଁର…
ପାର୍ଲିଆମେଣ୍ଟରେ ତାଳଚେର ସାର କାରଖାନାରେ କ୍ଷତିଗ୍ରସ୍ତଙ୍କୁ ନିଯୁକ୍ତି ଦାବି କଲେ ସାଂସଦ ରୁଦ୍ର ନାରାୟଣ ତାଳଚେର – ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି ସଦାସର୍ବଦା ଶୁକ୍ରବାର ତାଳଚେର ସାର କାରଖାନା ପ୍ରସଙ୍ଗ ଉଥାପନ କରିଛନ୍ତି । ତାଳଚେର ସାର କାରଖାନା ୭୦…