ମୁଖ୍ୟ ଖବର ଔଷଧ ଦୋକାନରୁ ଚୋରି Angul OnlineJuly 29, 2023July 29, 2023 ଅନୁଗୋଳ – ଅନୁଗୋଳ ସହରର ଅମଲାପଡ଼ାରେ ଥିବା ଏକ ଔଷଧ ଦେକାନରୁ ଗୁରୁବାର ବିଳମ୍ବିତ ରାତିରେ ତାଲାଭାଙ୍ଗି ଚୋରି ହୋଇଛି । ସୂଚନା ଯେ, ରାତିରେ ଦୋକାନ ବନ୍ଦକରି ଯାଇଥିଲେ । ଶୁକ୍ରବାର ସକାଳେ ଆସି ଦେଖିଲା ବେଳକୁ ଦୋକାନ ତାଲା ଭଙ୍ଗାଯାଇଛି । ଦୋକାନରେ ଥିବା ୪୦ ହଜାର ଟଙ୍କା, ଗୋଟେ ୱାୟାରଲେସ ରାଉଟର ଓ ଅନ୍ୟାନ୍ୟ ଜିନିଷ ଚୋରି ହୋଇଛି । ଏ ନେଇ ଦେକାନ ମାଲିକ ସନ୍ତୋଷ କୁମାର ଜେନା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗପାଇ ପୁଲିସ ଏକ ମାମଲା ରୁଜୁକରି ଘଟଣାର ତଦନ୍ତ ଆରମ୍ଭ କରିଛି । Advertisement
ଗରାଖଙ୍କୁ ହାଇରାଣ କରି ବ୍ୟାଙ୍କ୍ ଗଣିଲା ଜୋରିମନା ଅନୁଗୁଳ – ଜଣେ ବୃଦ୍ଧାଙ୍କ ଆକାଉଣ୍ଟକୁ ଫ୍ରିଜ କରିବା ଆଉ ତାଙ୍କୁ ଟଙ୍କା ନଦେବା ଫଳରେ ବ୍ୟାଙ୍କକୁ ଜୋରିମନା ଗଣିବାକୁ ପଡିଛି । ଅନୁଗୁଳ ଜିଲ୍ଲା ଖାଉଟି…
ଗୁଳିବିଦ୍ଧ ହାତୀର ମୃତଦେହ ଉଦ୍ଧାର ଅନୁଗୋଳ – ଅନୁଗୋଳ ଜିଲା ସାତକୋଶିଆ ଡିଭିଜନର ଜିଲିଣ୍ଡା ରେଞ୍ଜ , କଟରଙ୍ଗ ସେକ୍ସନ, ବାଙ୍କଧର ଅଞ୍ଚଳରେ ଦନ୍ତା ହାତୀର ଗଳିତ ମୃତ ଦେହ ଉଦ୍ଧାର ହୋଇଛି…
ମାଛ ମାରିବା ହେଲା କାଳ – ଛିଣ୍ଡିଲା ଦୁଇ ହାତ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ଟାଉନ ପାଇକସାହି ଅଞ୍ଚଳରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି । ମାଛ ମାରିବା ବେଳ ଜଣେ ବ୍ୟକ୍ତିଙ୍କର ଦୁଇ…