ମୁଖ୍ୟ ଖବର ନିଖୋଜ ବାଳକଙ୍କ ସନ୍ଧାନ ଦେଲେ ପୁରସ୍କୃତ କରାଯିବ Angul OnlineNovember 23, 2022November 23, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ଜରପଡା ଥାନା ଜରଡ଼ା ଗାଁର ବିରଞ୍ଚି ନାଏକଙ୍କ ୧୦ ଶ୍ରେଣୀରେ ପଢ଼ୁଥିବା ପୁଅ ବିଭୁତି ନାଏକ କେଉଁଆଡ଼େ ଚାଲି ଯାଇଛନ୍ତି । ଚଳିତ ମାସ ୧୭ ତାରିଖରୁ ସେ ନିଖୋଜ ଥିବା ବେଳେ ଏ ନେଇ ଜରପଡା ଥାନାରେ ପରିବାର ପକ୍ଷରୁ ଏତଲା ମଧ୍ୟ ଦିଆ ଯାଇଛି । ଦେଖିବାକୁ ଗୋରା , ପତଳା ଶରୀର ୱେବ ୫ ଫୁଟ ଉଚ୍ଚ ଥିବା ଏହି ନାବାଳକଙ୍କ ବର୍ତ୍ତମାନ ସୁଦ୍ଧା କୌଣସି ସନ୍ଧାନ ମିଳି ପାରି ନାହିଁ । ତେବେ ଏ ନେଇ ଅନୁଗୁଳ ସମାଜିକ ଗଣ ମାଧ୍ୟମରେ ପୋଷ୍ଟ କରିବା ସହ ନାବାଳକଙ୍କ ସନ୍ଧାନ ଦେଲେ ଉପଯୁକ୍ତ ରାଶି ପ୍ରଦାନ କରାଯିବ ବୋଲି ସୂଚନା ଦିଆ ଯାଇଛି । ଏହା ସହ ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ନିଖୋଜ ନାବାଳକଙ୍କ ସନ୍ଧାନ ଦେଲେ ୫ ହଜାର ଟଙ୍କା ପୁରସ୍କାର ସହ ପ୍ରଶଂସା ପତ୍ର ଦିଆଯିବ ବୋଲି ସୂଚନା ଦେଇଛନ୍ତି । Advertisement
ବେଆଇନ ବାଣ ଦୋକାନରେ ଚଢ଼ାଉ – ବାଣ ଜବତ ଅନୁଗୁଳ – ଦୀପାବଳି ପାଇଁ ଅନେକ ସ୍ଥାନରେ ବାଣ ବିକ୍ରି କରାଯାଉଛି । ପ୍ରଶାସନ ପକ୍ଷରୁ ଏଥିପାଇଁ ଲାଇସେନ୍ସ ଦିଆ ଯାଇଛି । ଅଗ୍ନି ନିରାପତ୍ତା ବ୍ୟବସ୍ଥା…
ବାଣ ଭିଡୁଥିବା ବେଳେ ବିସ୍ଫୋରଣ- ଜଣେ ମୃତ ତିନିଜଣ ଗୁରୁତର ପାଲଲହଡା – ଅନୁଗୁଳ ଜିଲ୍ଲା ଖମାର ଥାନା ଇଞ୍ଜିଡ଼ି ପଞ୍ଚାୟତ ସାଆନ୍ଦା ଗ୍ରାମରେ ବାଣ ଭିଡୁ ଥିବା ବେଳେ ବିସ୍ଫୋରଣ ଘଟି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ…
ରାସ୍ତା କଡରୁ ଯୁବକଙ୍କ ମୃତଦେହ ଉଦ୍ଧାର ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ତିପଦା ଥାନା ଦେଇ ଯାଇଥିବା ଛେଣ୍ଡିପଦା ଅନୁଗୁଳ ୬୩ନଂ ରାଜ୍ୟ ରାଜପଥର କୁକୁରପେଟା ଡ୍ୟାମ ନିକଟସ୍ଥ ରାସ୍ତା ପାର୍ଶ୍ଵରୁ ସନ୍ଦେହ ଜନକ…