ଅପରାଧ ଘରେ ପଶି କଳାକନା ବୁଲାଇଲେ ଦୁର୍ବୃତ୍ତ Angul OnlineJune 17, 2022June 17, 2022 ଅନୁଗୁଳ – ଅନୁଗୁଳ ସଦର ଥାନା ଅଞ୍ଚଳରେ ଘରେ କେହି ନଥିବା ବେଳେ ଚୋରୀ କରିଛନ୍ତି ଦୁର୍ବୃତ୍ତ । ଅନୁଗୁଳ ସଦର ଥାନାରେ ହୋଇଥିବା ଅଭିଯୋଗ ଅନୁଯାୟୀ ଶାବଳଭଙ୍ଗା ଅଞ୍ଚଳର କାମାକ୍ଷା ପ୍ରସାଦ ଜେନା କୌଣସି କାମରେ ଦିଲ୍ଲୀ ଯାଇଥିଲେ । ସେହି ସମୟରେ ତାଙ୍କ ଘରେ କେହି ରହୁ ନଥିଲେ । ଦିଲ୍ଲୀରୁ ଫେରିବା ପରେ ତାଙ୍କ ଘର ଗ୍ରୀଲ ଭଙ୍ଗା ହୋଇଥିବା ଦେଖିବାକୁ ପାଇଥିଲେ । ଘରେ ପଶି ଦେଖିଲା ବେଳକୁ ସେ ରଖିଥିବା ୧୦ ହଜାର ଟଙ୍କା, କମ୍ପୁଟର ହାର୍ଡଡିକ୍ସ ଓ ୩ଟି ସୁନା ମୁଦି ଚୋରି ହୋଇଥିଲା । ଏନେଇ ସେ ସଦର ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୁଲିସ ମାମଲା ରୁଜୁ କରି ତଦନ୍ତ ଚଲାଇଥିବା ଥାନା ଅଧିକରୀ ସତ୍ୟବ୍ରତ ରାଉତ ସୂଚନା ଦେଇଛନ୍ତି । Advertisement
୪୯ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରା ପଡିଲେ ଜିଲ୍ଳା ମଙ୍ଗଳ ଅଧିକାରିଣୀ ଅନୁଗୁଳ – ଭିଜିଲାନ୍ସ ଜାଲରେ ଅନୁଗୁଳ ଜିଲ୍ଲା ମଙ୍ଗଳ ଅଧିକାରୀ । ନିଜର ସହାୟିକା ତଥା ରୋଷେୟାଙ୍କ ଠାରୁ ୪୯ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…
ମୋଟସାଇକେଲ ଚୋରୀ ଗ୍ଯାଙ୍ଗ ଗିରଫ – ଦୁଇ ନାବାଳକ ଥିଲେ ମାଷ୍ଟର ମାଇଣ୍ଡ ଅନୁଗୁଳ -(ଅନୁଗୁଳ ଅନଲାଇନ୍)- ୨୧/୦- ଅନୁଗୁଳ ଜିଲ୍ଲା ପୁଲିସକୁ ପୁଣି ଏକ ବଡ଼ ସଫଳତା । ଜିଲ୍ଲାର ବିଭିନ୍ନ ସ୍ଥାନରୁ ମୋଟରସାଇକେଲ ଚୋରୀ କରୁଥିବା ଏକ ମୋଟରସାଇକେଲ…
କୋଇଲା ଖଣିରୁ ବ୍ୟାଟେରୀ ଚୋରି କରି ୩ ଗିରଫ ଛେଣ୍ଡିପଦା -ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅଞ୍ଚଳର ଏକ କୋଇଲା ଖଣି ଭିତରୁ ବ୍ୟାଟେରୀ ଚୋରୀ କରିଥିବା ଅଭିଯୋଗରେ ୩ ଜଣଙ୍କୁ ଗିରଫ କରି ପୁଲିସ କୋର୍ଟ…