ଅପରାଧ ବ୍ରାଉନସୁଗାର ସହ ତିନି ଗିରଫ Angul OnlineJune 13, 2022June 13, 2022 ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ସଦରଥାନା ପକ୍ଷରୁ ଚଢ଼ାଉ କରାଯାଇ ୩୫ ଗ୍ରାମ ବ୍ରାଉନ ସୁଗାର ଜବତ କରାଯିବା ସହ ଏହି କାରବାରରେ ସଂଶ୍ଲିଷ୍ଟ ୩ଜଣଙ୍କୁ ଗିରଫ କରାଯାଇଛି । ସୂଚନା ଅନୁସାରେ ପୁଲିସ କୈାଣସି ସୂତ୍ରରୁ ଖବର ପାଇ ଚଢାଉ କରି ତାଳଚେର ପୈାରାଞ୍ଚଳ ଅନ୍ତର୍ଗତ ୧୫ ନମ୍ବର ୱାର୍ଡ଼ର ମନୋରଞ୍ଜନ ଦାସ ଓରଫ କୁଲୁ , ସନ୍ତୋଷ କୁମାର ଜାଲ ଓ ବାଘୁଆବୋଲ ଅଞ୍ଚଳର ନିରଞ୍ଜନ ନାଏକଙ୍କ ଠାରୁ ୩୫ ଗ୍ରାମ ବ୍ରାଉନ ସୁଗାର ଜବତ କରିବା ସହ ସେମାନଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । Advertisement
ତିନି ଲକ୍ଷ ଟଙ୍କା ମୂଲ୍ୟର ଗଞ୍ଜେଇ ଜବତ – ଦୁଇ ଗିରଫ ଅନୁଗୁଳ – ଅନୁଗୁଳ ରେଳ ଷ୍ଟେସନ ନିକଟରୁ ୩ ଲକ୍ଷ ଟଙ୍କା ମୂଲ୍ୟର ଗଞ୍ଜେଇ ଜବତ କରିଛି ଅବକାରୀ ବିଭାଗ । ଗଞ୍ଜେଇ ଚାଲାଣ ଅଭିଯୋଗରେ ଦୁଇ…
କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟା – ବୁଦା ମୂଳରୁ ମୃତଦେହ ଉଦ୍ଧାର ଗାଧେଇବାକୁ ଯାଇ ଫେରିଲେ ନାହିଁ । ଗଣ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ । ସନ୍ଦେହରେ ୩ ଅଟକ । ସ୍ଵପ୍ନ ଅଧାରେ ରହିଗଲା – ଲକ୍ଷ୍ୟ…
ଏକ କୋଟି ୮୫ ଲକ୍ଷ ଟଙ୍କାର ହିସାବ ନାହିଁ – ଥାନାରେ ଅଭିଯୋଗ ଅନୁଗୋଳ – ଆଇସିଆଇ ବ୍ୟାଙ୍କରୁ ୧ କୋଟି ୮୫ଲକ୍ଷ ଟଙ୍କା ହଡପ ନେଇ ଥାନାରେ ଅଭିଯୋଗ । ଜଣେ ଅଟକ । ଅନୁଗୋଳ ଜିଲା ଛେଣ୍ଡିପଦା ରେ…