ଅପରାଧ ବ୍ରାଉନସୁଗାର ସହ ତିନି ଗିରଫ Angul OnlineJune 13, 2022June 13, 2022 ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ସଦରଥାନା ପକ୍ଷରୁ ଚଢ଼ାଉ କରାଯାଇ ୩୫ ଗ୍ରାମ ବ୍ରାଉନ ସୁଗାର ଜବତ କରାଯିବା ସହ ଏହି କାରବାରରେ ସଂଶ୍ଲିଷ୍ଟ ୩ଜଣଙ୍କୁ ଗିରଫ କରାଯାଇଛି । ସୂଚନା ଅନୁସାରେ ପୁଲିସ କୈାଣସି ସୂତ୍ରରୁ ଖବର ପାଇ ଚଢାଉ କରି ତାଳଚେର ପୈାରାଞ୍ଚଳ ଅନ୍ତର୍ଗତ ୧୫ ନମ୍ବର ୱାର୍ଡ଼ର ମନୋରଞ୍ଜନ ଦାସ ଓରଫ କୁଲୁ , ସନ୍ତୋଷ କୁମାର ଜାଲ ଓ ବାଘୁଆବୋଲ ଅଞ୍ଚଳର ନିରଞ୍ଜନ ନାଏକଙ୍କ ଠାରୁ ୩୫ ଗ୍ରାମ ବ୍ରାଉନ ସୁଗାର ଜବତ କରିବା ସହ ସେମାନଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । Advertisement
ଡାକ୍ତରଙ୍କ ଘରୁ ଟଙ୍କା ଓ ସୁନା ଚୋରି – ରୋଷେୟା ଗିରଫ ନାଲକୋନଗର – ଅନୁଗୁଳ ଜିଲ୍ଲା ନାଲକୋନଗର ଥାନା ଅନ୍ତର୍ଗତ ବଳରାମପ୍ରସାଦ ଗଡ଼ସାହିର ଅବସରପ୍ରାପ୍ତ ଡ଼ାକ୍ତର ଅକ୍ଷୟ କୁମାର ସିଂଙ୍କ ଘରୁ ଟଙ୍କା , ସୁନା ଚୋରି ଘଟଣାର…
ଶ୍ରମ ବିଭାଗର ଚଢ଼ାଉ – ୪ ଶିଶୁ ଶ୍ରମିକ ଉଦ୍ଧାର ଅନୁଗୁଳ – ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପଛପାଖ ଗେଟରେ ଥିବା ବିଭିନ୍ନ ଚାହା ଦୋକାନରେ ଶ୍ରମ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି । ଶିଶୁ ଶ୍ରମିକ…
ଅନୁଗୁଳରେ ପୁଣି ଲଜ୍ଜା, ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ଅନୁଗୁଳ – ଅନୁଗୁଳ ଜିଲ୍ଲା ଠାକୁରଗଡ଼ ଥାନା ଅଞ୍ଚଳରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଚକୋଲେଟ ଦେବା ବାହାନାରେ ଜଣେ ପାଞ୍ଚ ବର୍ଷ ନାବାଳିକାକୁ…