ଆଞ୍ଚଳିକ ଟ୍ରକ ଓ ଟ୍ରାକ୍ଟର ମୁହାଁମୁହିଁ ଧକ୍କା – ଜଣେ ମୃତ Angul OnlineMay 6, 2021May 6, 2021 ପାଲଲହଡ଼ା – ଅନୁଗୁଳ ଜିଲ୍ଲା ଖମାର ଥାନା ଅନ୍ତର୍ଗତ ଖେମଳା ଛକ ନିକଟରେ ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣା । ଏକ ଟ୍ରାକ୍ଟରକୁ ଟ୍ରକ ଧକ୍କା ଦେବା ଫଳରେ ଟ୍ରାକ୍ଟରରେ ଥିବା ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ହେଲେ ବାରକୋଟିଆ ଗ୍ରାମର ଚରଣ ସାହୁ । ସୂଚନା ଅନୁସାରେ ଖେମଳା ପଟୁ ଟ୍ରାକ୍ଟରଟି ଆସୁଥିବା ବେଳେ ବିପରୀତ ଦିଗରୁ ଦ୍ରୁତ ଗତିରେ ଆସି ଟ୍ରକଟି ଧକ୍କା ଦେଇଥିଲା । ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଥିବା ବେଳେ ଟ୍ରକ ଚାଳକ ଘଟଣା ସ୍ଥଳରୁ ଫେରାର ହୋଇ ଯାଇଛି । Advertisement
ଚତୁର୍ଦ୍ଧାମୂର୍ତ୍ତିଙ୍କ ସ୍ନାନ ଯାତ୍ରା ଅନୁଷ୍ଠିତ ଅନୁଗୁଳ – ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଦୁଇ ବର୍ଷର କୋରୋନା କଟକଣା ପରେ ଏଥର ଭକ୍ତ ମାନଙ୍କ ଗହଣରେ ହୋଇଛି ଚତୁର୍ଦ୍ଧାମୂର୍ତ୍ତିଙ୍କ ସ୍ନାନ ଯାତ୍ରା…
ଡିଏଭି ସ୍କୁଲର ଫିସ ବୃଦ୍ଧି ପ୍ରସଙ୍ଗ – ତାତିଲେ ଅଭିଭାବକ ତାଳଚେର – ଦୀର୍ଘ ୨ବର୍ଷ ଧରି ତାଳଚେର ଅଞ୍ଚଳରେ ଥିବା ବିଭିନ୍ନ ଡିଏଭି ସ୍କୁଲରେ ବେଆଇନ ଭାବେ ଅହେତୁକ ଫିସ ବୃଦ୍ଧିକୁ ନେଇ ଉଭୟ ଅଭିଭାବକ ମହଲରେ…
କୂଅ ଭିତରେ ବୁଲୁଥିଲା ୧୦ ଫୁଟ ଲମ୍ବର ଅହିରାଜ ସାପ – ଉଦ୍ଧାର କଲେ ସର୍ପମିତ୍ର ଅନୁଗୁଳ – କୂଅ ଭିତରୁ ୧୦ ଫୁଟ ଲମ୍ବର ଅହିରାଜ ସାପ ଉଦ୍ଧାର । ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ହମାମିରା ଗାଁର ଆଶୁତୋଷ ଅମାନ୍ତଙ୍କ ଏକ…