ଅପରାଧ ଗୋରୁ ବୋଝେଇ ଟ୍ରକ ଜବତ – ଦୁଇ ଗିରଫ Angul OnlineMay 9, 2023May 9, 2023 ପାଲଲହଡା – ଟ୍ରକରେ ଗୋରୁ ଚୋରା ଚାଲାଣ ବେଳେ ଖବର ପାଇ ପାଲଲହଡା ପୁଲିସ ଚଢ଼ାଉ କରିଥିବା ବେଳେ ଟ୍ରକ ସହ ୨0 ଗୋରୁ ଜବତ କରିଛି । ଏହା ସହ ଗୋରୁ ଚାଲାଣ କରୁଥିବା ୨ ଜଣକୁ ଗିରଫ କରିଛି । ଗିରଫ ୨ ଅଭିଯୁକ୍ତ ବରଗଡ଼ ଅଞ୍ଚଳର ବୋଲି ଜଣା ପଡିଛି । ସେମାନେ ଟ୍ରକ ଯୋଗେ ବରଗଡ଼ରୁ କଲିକତାକୁ ଗୋରୁ ଚାଲାଣ କରୁଥିବା ବେଳେ କୌଣସି ସୂତ୍ରରୁ ପାଳଲହଡା ପୁଲିସ ଖବର ପାଇ ଚଢ଼ାଉ କରିଥିଲା । ଗିରଫ ୨ ଅଭିଯୁକ୍ତଙ୍କୁ ଆଜି କୋର୍ଟ ଚାଲାଣ କରାଯିଵା ସହ ପାଲଲହଡା ପୁଲିସ ଅଧିକ ତଦନ୍ତ ଚଳାଇଛି । Advertisement
ଦୁଇ ଯୁବତୀଙ୍କୁ ଗଣଦୁଷ୍କର୍ମ – ତିନି ଗିରଫ ଅନୁଗୁଳ – ଦୁଇ ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗରେ ତିନି ଜଣ ଗିରଫ । ଅନୁଗୁଳ ଗୋପବନ୍ଧୁ ଉଦ୍ୟାନ ଅଞ୍ଚଳରୁ ୨ ଜଣ ଯୁବତୀଙ୍କୁ କାରରେ ବସାଇ ନେଇ…
ଟିକନ ହତ୍ୟା ଅପରାଧୀ ଗିରଫ ଅନୁଗୁଳ – ଅନୁଗୁଳ ସଦର ଥାନା ବେନ୍ତପୁର ଗାଁରେ ଗତ ୧୧ ତାରିଖରେ ଦୁର୍ଦ୍ଦାନ୍ତ ଅପରାଧୀ ଟିକନ ନାଏକ ହତ୍ୟା ମାମଲାରେ ପୁଲିସ ଜଣଙ୍କୁ ଗିରଫ କରିଛି…
ପଥର ଖୋଲରୁ ଯୁବକଙ୍କ ମୃତଦେହ ଉଦ୍ଧାର – ତିନି ଶିକାରୀ ଗିରଫ କଣିହାଁ – ବାରହା ଶିକାର ପାଇଁ ଶିକାରୀ ବିଛାଇଥିବା ବିଦ୍ୟୁତ ଫାଶରେ ପଡ଼ି ଯୁବକ ମୃତ୍ଯୁ ଘଟଣାରେ ପୁଲିସ ତିନି ଜଣଙ୍କୁ ଗିରଫ କରିଛି । ଗତ…