ମୁଖ୍ୟ ଖବର ବଜ୍ରାଘାତରେ ଦୁଇ ମୃତ Angul OnlineJune 22, 2022June 22, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ଆଜି ବ୍ରଜପାତ ଯୋଗୁଁ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁସାରେ ବନ୍ତଳା ଥାନା ଗୋପାଳପୁର ଗାଁର ଗନ୍ଧର୍ବ ବେହେରା ଗାଈ ଚରାଇ ଘରକୁ ଫେରୁଥିଲେ । ଗନ୍ଧର୍ବ ଗାଁ ମୁଣ୍ଡ ସ୍କୁଲ ନିକଟ ଯାଏ ହୋଇଥିବା ବେଳେ ବଜ୍ରପାତ ହେବାରୁ ରାସ୍ତାରେ ଗନ୍ଧର୍ବଙ୍କର ମୃତ୍ୟୁ ହୋଇଥିଲା । ସେହିଭଳି କୋଶଳା ଗ୍ରାମର ସଞ୍ଜୟ ବେହେରା ବିଲକୁ କାମ କରିବାକୁ ଯାଇଥିବା ବେଳେ ବଜ୍ରପାତ ହୋଇଥିଲା । ଫଳରେ ସେହିଠାରେ ହିଁ ସଞ୍ଜୟଙ୍କର ମୃତ୍ୟୁ ହୋଇଥିଲା । Advertisement
ଦୁର୍ଘଟଣାରେ ଆହତଙ୍କୁ ଡାକ୍ତରଖାନା ପହଞ୍ଚାଇଲେ ଉପଜିଲ୍ଲାପାଳ ଅନୁଗୁଳ – ଅନୁଗୁଳ ଉପ ଜିଲ୍ଲାପାଳଙ୍କ ମାନବିକତା । ବାଟରେ ଆସୁଥିବା ବେଳେ ଦୁର୍ଘଟଣା ହୋଇଥିବା ଦେଖି ନିଜ ଗାଡି ଅଟକାଇବା ସହ ଦୁର୍ଘଟଣାରେ ଆହତ ହୋଇଥିବା…
ରେଳ ଧାରଣାରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଜରପଡା ଥାନାର ଜରପଡା ଷ୍ଟେସନ ନିକଟରେ ରେଳ ଧାରଣାରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କର ମୃତ ଦେହ ଉଦ୍ଧାର । ମୃତ…
ଦୀର୍ଘ ୧୦ ବର୍ଷ ହେଲା ଚାଲିଥିଲା ସେକ୍ସ ରାକେଟ – ଚଢାଉ କଲା ସ୍ପେସିଆଲ ସ୍କ୍ବାର୍ଡ [contact-form][contact-field label=”Name” type=”name” required=”true” /][contact-field label=”Email” type=”email” required=”true” /][contact-field label=”Website” type=”url” /][contact-field label=”Message” type=”textarea” /][/contact-form] ଅନୁଗୁଳ – ଅନୁଗୁଳ ଜିଲ୍ଲା ନାଲକୋନଗର…