ମୁଖ୍ୟ ଖବର ହାତୀ ଆକ୍ରମଣରେ ମହିଳା ମୃତ Angul OnlineFebruary 4, 2021February 4, 2021 ଅନୁଗୁଳ – କଣିହାଁ ବନାଞ୍ଚଳ ସାପକଟା ଗାଁ ରେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳା ଶୁଭ ପ୍ରଧାନ ରାସ୍ତାରେ ଚାଲିଚାଲି ଘରକୁ ଫେରୁଥିବା ବେଳେ ଏକ ହାତୀ ହାବୁଡ଼ରେ ପଡିଯାଇଥିଲେ । ହାତୀ ହଠାତ ତାଙ୍କୁ ଆକ୍ରମଣ କରିଥିଲା । ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା । ତେବେ ହାତୀ ଘଉଡାଇବାରେ ବନବିଭାଗ ବିଫଳ ନେଇ ଗ୍ରାମ ବାସୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି । ମୃତକ ପରିବାରକୁ କ୍ଷତିପୂରଣ ଯୋଗାଇ ଦେବା ନେଇ ପ୍ରତିଶୃତି ଦେଇଛି ବନ ବିଭାଗ । Advertisement
କରଜ ଭାରରେ ବୁଡ଼ି ଦମ୍ପତ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ – ସ୍ତ୍ରୀ ମୃତ , ସ୍ଵାମୀ ଗୁରୁତର ଅନୁଗୁଳ – କରଜ ଭାରରେ ବୁଡ଼ିବା ପରେ ମାନସିକ ଭାରସାମ୍ୟ ହରାଇ ଅବସରପ୍ରାପ୍ତ ସେନା କର୍ମଚାରୀ ଓ ତାଙ୍କ ପତ୍ନୀ ଆତ୍ମହତ୍ୟା ଉଦ୍ୟମ କରିଥିବା ବେଳେ ପତ୍ନୀଙ୍କ…
ପଞ୍ଚଭୂତରେ ବିଲୀନ ହେଲେ ବୀର ଯବାନ ରାଣା ପ୍ରତାପ (ଫଟୋ) ଅନୁଗୁଳ – ଦେଶ ମାତୃକାର ସେବା ପାଇଁ ପଣ କରିଥିଲେ । ସେଇ ପଣରେ ପ୍ରାଣ ବଳି ଦେଇଦେଲେ । ଶେଷରେ ଆଜି (ଶନିବାର) ଅପରାହ୍ନରେ ପଞ୍ଚଭୂତରେ…
୨୦ଦଫା ଦାବି ନେଇ ଖଣି ବନ୍ଦ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ସୁରକ୍ଷା ମଞ୍ଚ ପକ୍ଷରୁ ୨୦ ଦଫା ଦାବି ନେଇ ଅନିର୍ଦ୍ଦିଷ୍ଟ କାଳ ପାଇଁ ସମସ୍ତ କୋଇଲା ଖଣି ଏବଂ ସମସ୍ତ…