ମୁଖ୍ୟ ଖବର ହାତୀ ଆକ୍ରମଣରେ ମହିଳା ମୃତ Angul OnlineApril 24, 2022April 24, 2022 ତାଳଚେର – ଅନୁଗୁଳ ଜିଲ୍ଲାରେ ହାତୀ ଆକ୍ରମଣରେ ପୁଣି ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳା ଜଣଙ୍କ ହେଲେ ହିଲୋଇ ଗାଁର ବଚନ ବେହେରା । ସୂଚନା ଅନୁସାରେ ବଚନ ଘରେ ଶୋଇଥିବା ବେଳେ ଏକ ହାତୀ ଗାଁରେ ପଶିବା ସହ ତାଙ୍କ ଘର ଭାଙ୍ଗି ଥିଲା । ହାତୀ ଦେଖି ବଚନ ପଳାଇବାକୁ ଚେଷ୍ଟା କରୁଥିବା ବେଳେ ହଠାତ ହାତୀ ତାଙ୍କୁ ଆକ୍ରମଣ କରିଥିଲା । ସ୍ଥାନୀୟ ଲୋକ ତାଙ୍କୁ ଉଦ୍ଧାର କରି ଗୁରୁତର ଅବସ୍ଥାରେ ଡାକ୍ତର ଖାନାରେ ଭର୍ତି କରିଥିଲେ । ତେବେ ଚିକିତ୍ସାଧୀନ ଅଵସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା । ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି । Advertisement
ସାଙ୍ଗ ବାପାଙ୍କ ମୃତ୍ୟୁରେ ସହାନୁଭୂତି ଜଣାଇବାକୁ ଯିବା ବେଳେ ଚାପିଦେଲା ଟ୍ରକ ଅନୁଗୋଳ – ସାଙ୍ଗର ବାପାଙ୍କ ମୃତ୍ୟୁର ଦୁଃଖ ସମୟରେ ସାଙ୍ଗକୁ ସହାନୁଭୂତି ଜଣାଇବାକୁ ଯାଉଥିଲେ । କିନ୍ତୁ ରାସ୍ତାରେ ଦୁର୍ଘଟଣା ଘଟି ମୃତ୍ୟୁ ହୋଇଗଲା । ଖନ୍ଦାନାଳୀ…
ନିଆରା ଚିତ୍ରରେ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଅନୁଗୁଳ – ଜୁଲାଇ ମାସ ୨୬ ତାରିଖ ହେଉଛି କାର୍ଗିଲ ବିଜୟ ଦିବସ । ଭାରତୀୟ ଇତିହାସରେ ଏକ ସ୍ମରଣୀୟ ଦିନ । ଭାରତୀୟ ଯବାନ ମାନେ…
ଦୁର୍ଗା ପୂଜାରେ ୧୧ ଓ ଲକ୍ଷ୍ମୀ ପୂଜାରେ ହେବ ୨୯ ମେଢ଼ ଅନୁଗୁଳ – ଅନୁଗୁଳ ସେଣ୍ଟ୍ରାଲ ପୂଜା କମିଟିର ଏକ ବୈଠକ ଅନୁଗୁଳ ଟାଉନ ହଲଠାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ସର୍ବ ସମ୍ମତି କ୍ରମେ ଅକ୍ଷୟ କୁମାର…