ମୁଖ୍ୟ ଖବର ହାତୀ ଆକ୍ରମଣରେ ମହିଳା ମୃତ Angul OnlineFebruary 4, 2021February 4, 2021 ଅନୁଗୁଳ – କଣିହାଁ ବନାଞ୍ଚଳ ସାପକଟା ଗାଁ ରେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳା ଶୁଭ ପ୍ରଧାନ ରାସ୍ତାରେ ଚାଲିଚାଲି ଘରକୁ ଫେରୁଥିବା ବେଳେ ଏକ ହାତୀ ହାବୁଡ଼ରେ ପଡିଯାଇଥିଲେ । ହାତୀ ହଠାତ ତାଙ୍କୁ ଆକ୍ରମଣ କରିଥିଲା । ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା । ତେବେ ହାତୀ ଘଉଡାଇବାରେ ବନବିଭାଗ ବିଫଳ ନେଇ ଗ୍ରାମ ବାସୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି । ମୃତକ ପରିବାରକୁ କ୍ଷତିପୂରଣ ଯୋଗାଇ ଦେବା ନେଇ ପ୍ରତିଶୃତି ଦେଇଛି ବନ ବିଭାଗ । Advertisement
୧୨ ଘଣ୍ଟିଆ ପାଲଲହଡା ବନ୍ଦ ପାଲଲହଡ଼ା – ଅନୁଗୁଳ ଜିଲ୍ଲା ପାଲଲହଡା ଠାରେ ସବ୍ ଜଜ୍ କୋର୍ଟ ପ୍ରତିଷ୍ଠା ଓ ଉପକାରାଗାର ସ୍ଥାନାନ୍ତରଣ ଦାବିରେ ଓକିଲ ସଂଘ ପକ୍ଷରୁ ୧୨ ଘଣ୍ଟିଆ ପାଲଲହଡ଼ା…
ତୈଳଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ରଣହୁଙ୍କାର ଅନୁଗୁଳ – ତୈଳ ଦରରେ ଆହେତୁକ ବୃଦ୍ଧି ପ୍ରତିବାଦରେ ଅନୁଗୁଳ କଂଗ୍ରେସ ରଣହୁଙ୍କାର ଦେଇଛି । ଜିଲ୍ଲାର ସମସ୍ତ ପେଟ୍ରୋଲ ପମ୍ପରେ ବିକ୍ଷୋଭ କରିଛନ୍ତି କଂଗ୍ରେସ କର୍ମକର୍ତ୍ତା…
ଆସନ୍ତାକାଲି ଠାରୁ ତାଳଚେରରେ ଅର୍ଥନୈତିକ ଅବରୋଧ ଡାକରା ତାଳଚେର – ଆସନ୍ତାକାଲି ( ୨୪ ତାରିଖ ) ଠାରୁ ଅନିର୍ଦିଷ୍ଟ କାଳ ପାଇଁ ତାଳଚେରରେ ଅର୍ଥନୈତିକ ଅବରୋଧ ଡାକରା ଦିଆ ଯାଇଛି । ୫ ଦଫା…