ଆଞ୍ଚଳିକ ବିଦ୍ୟୁତ ଆଘାତରେ ଜଣେ ମୃତ Angul OnlineAugust 8, 2021August 8, 2021 ଅନୁଗୁଳ -(AO)- ଅନୁଗୁଳ ଜିଲ୍ଲା କୁଇଓ ଗାଁରେ ବିଦ୍ୟୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ସେହି ଗାଁର ଅଭିରାମ ଗଡନାୟକ । ସୂଚନା ଅନୁସାରେ ଅଭିରାମ ଜଣେ ବାଇଗଣ ଚାଷୀ ହୋଇଥିବା ଆଜି ସକାଳେ ତାଙ୍କ ବାଇଗଣ ବଗିଚାରେ ପାଣି ମଡାଇବା ପାଇଁ ମୋଟର ଲଗାଇଥିଲେ । ସେହି ମୋଟର ଲଗାଇବା ବେଳେ ସେଥିରୁ ବିଦ୍ୟୁତ ଆଘାତ ଲାଗି ସେ ସେଠାରେ ପଡି ଯାଇଥିଲେ । ପରିବାର ଲୋକ ତାଙ୍କୁ ସେଠାରୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚ୍ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । Advertisement
ଟ୍ରକ ଧକ୍କାରେ ସ୍ଵାମୀ ମୃତ ସ୍ତ୍ରୀ ଗୁରୁତର ଅନୁଗୁଳ – ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ସନ୍ତ୍ରୀ ନିକଟ ୫୫ ନମ୍ବର ଜାତୀୟ ରାଜପଥରେ ମୋଟରସାଇକେଲ ଉପରେ ଏକ ଟ୍ରକ୍ ଚଢି ଯିବାରୁ ଘଟଣା…
ଦନ୍ତା ହାତୀର ଗଳିତ ମୃତଦେହ ଉଦ୍ଧାର ପାଲଲହଡା – ଅନୁଗୁଳ ଜିଲ୍ଲା ପାଳଲହଡା ବ୍ଲକ ଖମାର ରେଞ୍ଜ ବାଲିପଶି ଗାଁ ନିକଟସ୍ଥ ଖସଡ଼ା ଜଙ୍ଗଲରେ ଏକ ଦନ୍ତାହାତୀ ର ଗଳିତ ମୃତଦେହ ଠାବ ହୋଇଛି…
ଜେଏସପିଏଲ ଫାଉଣ୍ଡେସନ ପକ୍ଷରୁ ‘ପ୍ରୋଜେକ୍ଟ ଉତ୍କର୍ଷ’ ଆରମ୍ଭ ଭୁବନେଶ୍ବର – ଗୁରୁ ଦିବସ ଅବସରରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ ଫାଉଣ୍ଡେସନ ପକ୍ଷରୁ ଆରମ୍ଭ ହୋଇଛି ‘ପ୍ରୋଜେକ୍ଟ ଉତ୍କର୍ଷ’ । ସିଭିଲ ସର୍ଭିସ କୋଚିଂ…